ବିଭାଜନ ବିଭୀଷିକା ସ୍ମୃତି ଦିବସ
ଦେଶର ଏକତା ଓ ଅଖଣ୍ଡତା ପାଇଁ ସଂକଳ୍ପ ଦିବସ:ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:୧୪/୮-ସ୍ୱାଧୀନତା ଦିବସର ପୂର୍ବସନ୍ଧ୍ୟାରେ ଶୁକ୍ରବାର ଲୋକସେବା ଭବନସ୍ଥିତ କନଭେନସନ ସେଣ୍ଟରଠାରେ ଆୟୋଜିତ ‘ବିଭାଜନ ବିଭୀଷିକା ସ୍ମୃତି ଦିବସ’ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦେଶ ବିଭାଜନର…
ସାଇବର ସୁରକ୍ଷା ନେଇ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ
ଭୁବନେଶ୍ୱର:୧୪/୮-ସମାଜରେ ବଢ଼ୁଥିବା ସାଇବର ଅପରାଧର ମୁକାବିଲା କରିବା ସହ ଛାତ୍ରଛାତ୍ରୀ ଓ ଯୁବପିଢ଼ିଙ୍କୁ ସୁରକ୍ଷିତ, ସଚେତନ ଓ ଦାୟିତ୍ୱବାନ ଡିଜିଟାଲ ନାଗରିକ ଭାବେ ଗଢ଼ି ତୋଳିବା ଉଦ୍ଦେଶ୍ୟରେ ଓଡ଼ିଶା ପୋଲିସ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗର ମିଳିତ ସହଯୋଗରେ ଅଗଷ୍ଟ ୧୪ ତାରିଖରେ…
ଖଣି ଓ ଖଣିଜ (ବିକାଶ ଓ ନିୟନ୍ତ୍ରଣ) ବିଧେୟକ ପାରିତ
ଓଡ଼ିଶା ଅତ୍ୟଧିକ କ୍ଷତିଗ୍ରସ୍ତ ହେବ-ରଣେନ୍ଦ୍ର ପ୍ରତାପ ଭୁବନେଶ୍ୱର;୧୨/୮-ଲୋକସଭାରେ ସରକାର ଖଣି ଓ ଖଣିଜ (ବିକାଶ ଓ ନିୟନ୍ତ୍ରଣ) ବିଧେୟକ ଧ୍ୱନି ମତରେ ପାସ କରିଛନ୍ତି। ଓଡିଶା ପରି ରାଜ୍ୟ ଯାହାର ମୁଖ୍ୟ ରାଜସ୍ୱ ଖଣି ଏବଂ ଖଣିଜ ଜମିରୁ ଆସିଥାଏ ତାହା ଏହାଦ୍ୱାରା ଅତ୍ୟଧିକ କ୍ଷତିଗ୍ରସ୍ତ ହେବାକୁ ଯାଉଛି। ରାଜ୍ୟ…
ସ୍ମାର୍ଟ ମିଟର ଲଗାଇ ରାଜ୍ୟବାସୀଙ୍କୁ ଶୋଷଣ କରୁଛି ବିଜେପି ସରକାର: ବିଜେଡି
-ରାଜ୍ୟ ସରକାର ଓ ଟାଟା ପାୱାରର ମଧୁଚନ୍ଦ୍ରିକାରେ ବଳି ପଡୁଛନ୍ତି ନିରୀହ ଉପଭୋକ୍ତା -ସିଏଜି ଅଡିଟ ସମ୍ପର୍କରେ ରାଜ୍ୟ ସରକାର ଚୁପ୍ କାହିଁକି -ଅଧିକ ମୂଲ୍ୟରେ ସ୍ମାର୍ଟ ମିଟର କିଣାଯିବାର ରହସ୍ୟ କ’ଣ ଭୁବନେଶ୍ୱର,୧୧/୮-ଟାଟା ପାୱାର ଓଡିଶାକୁ ଆସିବା ଆଗରୁ ପୂର୍ବ ବିଜେଡି ସରକାର ଶକ୍ତି ବିତରଣ…
ସାଇବର ଠକେଇରେ ମାମଲାରେ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ
-୨ ବର୍ଷ ସଶ୍ରମ କାରାଦଣ୍ଡ ଓ ୨୦ହଜାର ଜୋରିମାନା କଟକ:୧୧/୮ସାଇବର ଠକେଇରେ ବ୍ୟବହୃତ ମ୍ୟୁଲ ଆକାଉଣ୍ଟ ମାମଲାରେ ସମ୍ବଲପୁର ଜେଏମଏଫସି ଅଦାଲତ ଅଭିଯୁକ୍ତ ଗୌରୀ ଶଙ୍କର ଦାଶ (୩୨)ଙ୍କୁ ଭାରତୀୟ ନ୍ୟାୟ ସଂହିତାର ଦଫା ୩୧୭(୨) ଓ ୧୧୨(୨) ଅନୁଯାୟୀ ଦୋଷୀ ସାବ୍ୟସ୍ତ କରିଛନ୍ତି। ଅଦାଲତ ଅଭିଯୁକ୍ତଙ୍କୁ ଦଫା ୩୧୭(୨)…
୯ଟି ବିଭାଗରେ ୧୩୨୬ଜଣଙ୍କୁ ନିଯୁକ୍ତି
ଭୁବନେଶ୍ୱର:୧୦/୮- ସରକାରୀ ସେବାରେ ସଫଳତା ପଦବୀ ଦ୍ୱାରା ମପା ଯାଏ ନାହିଁ ବରଂ ନାଗରିକଙ୍କ ଜୀବନରେ କି ପରିବର୍ତ୍ତନ ଆଣିପାରୁଛନ୍ତି, ତାହା ଦ୍ୱାରା ମପାଯାଏ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୧୬ତମ ନିଯୁକ୍ତି ମେଳାରେ ନବନିଯୁକ୍ତଙ୍କୁ ନିଯୁକ୍ତିପତ୍ର ପ୍ରଦାନ ଅବସରରେ କହିଛନ୍ତି। ଭୁବନେଶ୍ୱର ରେଳ…
ଘରେ ଘରେ ତ୍ରିରଙ୍ଗା
ଭୁବନେଶ୍ୱର:୧୦/୮-ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ରାଜ୍ୟବ୍ୟାପୀ ଆୟୋଜିତ ହୋଇଛି “ଘରେ ଘରେ ତ୍ରିରଙ୍ଗା’ ଅଭିଯାନ। ଅଗଷ୍ଟ ୯ ତାରିଖରୁ ୧୭ ତାରିଖ ପର୍ଯ୍ୟନ୍ତ ଏହି ଅଭିଯାନ କରାଯାଉଛି। ରାଜଧାନୀ ଭୁବନେଶ୍ୱର ଠାରୁ ଆରମ୍ଭ କରି ବ୍ଲକ ଓ ପଞ୍ଚାୟତସ୍ତର ଯାଏଁ “ଘରେ ଘରେ…
ଜିଲ୍ଲା ଅଦାଲତରେ ଦେୱାନୀ ମାମଲାର ପ୍ରଭାବଶାଳୀ ପରିଚାଳନା ନେଇ କର୍ମଶାଳା
ଭୁବନେଶ୍ୱର:୧୦/୮-ଆଇନ ବ୍ୟବସ୍ଥାରେ ସଂସ୍କାର ଆଣିବା ସହ ଜନସାଧାରଣଙ୍କୁ ନ୍ୟାୟ ପ୍ରଦାନ ଦିଗରେ ରାଜ୍ୟ ସରକାର ଯୋଜନା ପ୍ରସ୍ତୁତ କରୁଛନ୍ତି। ଏହି କାର୍ଯ୍ୟକ୍ରମକୁ ଆଗେଇ ନେବା ସହ ଜିଲ୍ଲା ଅଦାଲତଗୁଡ଼ିକରେ ଥିବା ଦେୱାନୀ ମାମଲାର ପ୍ରଭାବଶାଳୀ ପରିଚାଳନା ଏବଂ ସରକାରୀ ଅଧିବକ୍ତା, ଅତିରିକ୍ତ ସରକାରୀ ଅଧିବକ୍ତା ଓ…
ଚାଷୀ ଓ ମହିଳାଙ୍କୁ ହତାଶ କରିଛି ଧାନ କିଣା ବିଜ୍ଞପ୍ତି: ବିଜେଡି
-ପଞ୍ଜିକରଣରୁ ବଞ୍ଚିତ ହେବେ ରାଜ୍ୟର ଅର୍ଦ୍ଧାଧିକ ଚାଷୀ -ମହିଳା ଏସଏଚଜିଙ୍କ ଅନୁମତି ପ୍ରତ୍ୟାହୃତ ଭୁବନେଶ୍ୱର:୮/୮-ଚଳିତବର୍ଷ ଖରିଫ ଧାନ କିଣା ପାଇଁ ରାଜ୍ୟ ସରକାରଙ୍କ ତରଫରୁ ପ୍ରକାଶ ପାଇଥିବା ବିଜ୍ଞପ୍ତିକୁ ତୀବ୍ର ବିରୋଧ କରିଛି ବିଜୁ ଜନତା ଦଳ। ବିଜ୍ଞପ୍ତିରେ ପ୍ରକାଶ ପାଇଥିବା ତଥ୍ୟରୁ ସ୍ପଷ୍ଟ ହୋଇଛି ଯେ,…
ସିଧାସଳଖ ଡିବିଟି ମାଧ୍ୟମରେ ବନ୍ୟା କ୍ଷତିଗ୍ରସ୍ତଙ୍କୁ ଦିଆଯିବ କ୍ଷତିପୂରଣ
ଭୁବନେଶ୍ୱର:୭/୮- ବନ୍ୟା କ୍ଷୟକ୍ଷତି ଆକଳନର ଚୂଡାନ୍ତ ରିପୋର୍ଟ ଦେବା ସହ କ୍ଷତିପୂରଣ ପ୍ରଦାନ ତ୍ୱରାନିତ କରିବାକୁ ରାଜସ୍ୱ ମନ୍ତ୍ରୀ ସମସ୍ତ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ବନ୍ୟା କ୍ଷୟକ୍ଷତି ଆକଳନ ସମ୍ପର୍କରେ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀ ଏବଂ ଜିଲ୍ଲାପାଳମାନଙ୍କ ସହ ସମୀକ୍ଷା ବୈଠକରେ…



