‘ଉତ୍କର୍ଷ ଓଡ଼ିଶା’ କାର୍ଯ୍ୟକ୍ରମରେ ଯୋଗଦେବେ ପ୍ରଧାନମନ୍ତ୍ରୀ
ଭୁବନେଶ୍ୱର:୨୨/୧-ଆସନ୍ତା ୨୮ତାରିଖରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭୁବନେଶ୍ୱର ଜନତା ମୈଦାନରେ ଆୟୋଜିତ “ଉତ୍କର୍ଷଓଡ଼ିଶା”-ମେକ୍ଇନ୍ ଓଡ଼ିଶା କାନକ୍ଳେଭ-୨୦୨୫ ରେ ଯୋଗ ଦେବେ। ଏହି ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ...

