ଗତ ୧୨ ବର୍ଷ ମଧ୍ୟରେ ଏମ୍ସ ରାଜ୍ୟ ତଥା ରାଜ୍ୟ ବାହାରର ଲୋକଙ୍କ ହୃଦୟ ଜିତି ପାରିଛି
ଭୁବନେଶ୍ୱର ଏମ୍ସର ସମାବର୍ତ୍ତନ ସମାରୋହରେ ରାଷ୍ଟ୍ରପତି ଭୁବନେଶ୍ୱର:14/7-ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ସୋମବାର ଏମ୍ସର ପଞ୍ଚମ ସମାବର୍ତ୍ତନ ସମାରୋହରେ ଅଂଶଗ୍ରହଣ କରିଛନ୍ତି। ସମାରୋହରେ ଉଦବୋଧନ ଦେଇ ରାଷ୍ଟ୍ରପତି ...
