ପୁରୀ ବିମାନବନ୍ଦର ବିଶ୍ୱର କୋଟି କୋଟି ଜଗନ୍ନାଥ ଭକ୍ତଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ସାଂସ୍କୃତିକ ଦ୍ୱାରପଥ ହେବ- ମୁଖ୍ୟମନ୍ତ୍ରୀ
ପୂର୍ବାଞ୍ଚଳ ବେସାମରିକ ବିମାନ ପରିବହନ ମନ୍ତ୍ରୀଙ୍କ ସମ୍ମିଳନୀ -କ୍ୟାଡେଟ ପାଇଲଟ ପ୍ରୋଗ୍ରାମରେ ଓଡ଼ିଆ ଆଦିବାସୀ ଝିଅଙ୍କୁ ପାଇଲଟ ହେବା ପାଇଁ ଦିଆଯିବ ସ୍ୱତନ୍ତ୍ର ଟ୍ରେନିଂ -ଢେଙ୍କାନାଳର ବିରାଶୋଳ ...