Saturday, April 18, 2026

Month: November 2025

ରାଜ୍ୟସ୍ତରୀୟ ଜନଜାତୀୟ ଗୌରବ ଦିବସ

-୧୩୪୫ କୋଟି ଟଙ୍କା ମୂଲ୍ୟର ପ୍ରକଳ୍ପ ଉଦ୍‌ଘାଟନ, ୬୦୯ କୋଟି ମୂଲ୍ୟର ପ୍ରକଳ୍ପ ଭିତ୍ତିପ୍ରସ୍ତର ସ୍ଥାପନ -ରାଉରକେଲା ହନୁମାଟ ବାଟିକା ଛକରୁ ପାୱାର ହାଉସ ଛକ ରାସ୍ତା ...

ଶିକ୍ଷାକୁ ଆକର୍ଷଣୀୟ ଓ ପ୍ରଭାବଶାଳୀ କରିବା ପାଇଁଗୋଦାବରୀଶ ଆଦର୍ଶ ବିଦ୍ୟାଳୟ ନିର୍ଣ୍ଣାୟକ ଭୂମିକା ଗ୍ରହଣ କରିବ-ମୁଖ୍ୟମନ୍ତ୍ରୀ

-ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ ଯୋଜନା ‘ଲୋଗୋ' ଉନ୍ମୋଚିତ -ପ୍ରଥମ ପର୍ଯ୍ୟାୟରେ ୨୨୦୦ ବିଦ୍ୟାଳୟ ପାଇଁ ଖର୍ଚ୍ଚ ହେବ୧୨ ହଜାର କୋଟି ଭୁବନେଶ୍ୱର:୧୪୧୧-ରାଜ୍ୟର ଶିକ୍ଷା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ...

୧୮ରୁ ଦୁଇ ଦିନିଆ ଜିଲାପାଳ ଓ ଏସପି ସମ୍ମିଳନୀ

ଭୁବନେଶ୍ୱର-୧୩/୧୧-ଆସନ୍ତା ୧୮ ତାରିଖରୁ ଦୁଇ ଦିନିଆ ଜିଲାପାଳ ଓ ଏସପି ସମ୍ମିଳନୀ ଅନୁଷ୍ଠିତ ହେବ। ଲୋକସେବା ଭବନରେ ଆୟୋଜିତ ହେବାକୁ ଥିବା ଏହି ସମ୍ମିଳନୀରେ ବିଭିନ୍ନ ସରକାରୀ ...

୨୭ ଅପରାହ୍ନରେ ଓଡ଼ିଶା ବିଧାନସଭାକୁ ସମ୍ବୋଧିତ କରିବେ ରାଷ୍ଟ୍ରପତି

ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   ଭୁବନେଶ୍ୱର:ତା-୧୩/୧୧- ଭାରତର ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଆସନ୍ତା ୨୦ ତାରିଖରେ ଝାରସୁଗୁଡ଼ା ଦେଇ ଛତିଶଗଡ଼ ଯିବାର କାର୍ଯ୍ୟକ୍ରମ ରହିଛି। ସେହିପରି ...

ଭୁବନେଶ୍ୱର ସିଏସଆଇଆର-ଆଇଏମଏମଟିରେ ଜାତୀୟ ସମ୍ମିଳନୀ୨୦୪୭ ସୁଦ୍ଧା ବିକଶିତ ଭାରତ ଲକ୍ଷ୍ୟ ହାସଲ ଲାଗିଭାରତର ନାଗରିକଙ୍କ ସ୍ୱାସ୍ଥ୍ୟ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ: କେନ୍ଦ୍ରମନ୍ତ୍ରୀ ଡକ୍ଟର ଜିତେନ୍ଦ୍ର ସିଂ

ଭାରତର ନାଗରିକଙ୍କ ସ୍ୱାସ୍ଥ୍ୟ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ   ଭୁବନେଶ୍ୱର: ୧୩/୧୧-୨୦୪୭ ସୁଦ୍ଧା ବିକଶିତ ଭାରତ ଲକ୍ଷ୍ୟ ହାସଲ ଲାଗି ଭାରତର ନାଗରିକଙ୍କ ସ୍ୱାସ୍ଥ୍ୟ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ ...

ବିଦ୍ୟାର୍ଥୀଙ୍କ ପ୍ରତିଭାକୁ ଲୋକଲୋଚନକୁ ଆଣିବାରେ ‘ସୁରଭି’ ଏକ ଅଦ୍ୱିତୀୟ ପ୍ଲାଟଫର୍ମ-ମୁଖ୍ୟମନ୍ତ୍ରୀ

ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ସୁରଭି-୨୦୨୫   ଭୁବନେଶ୍ୱର:୧୨/୧୧-ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଆରମ୍ଭ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ଭୁବନେଶ୍ୱରର ୟୁନିଟ୍‌-୩ ...

ପୁରୁଣା ପଞ୍ଜୀକୃତ କବଲା କିମ୍ବା ଅନ୍ୟାନ୍ୟ ବୈଧ ଦଲିଲ ସମ୍ବନ୍ଧୀୟ ଜମିଜମା ରେକର୍ଡର

-ଏଣିକି ସହଜ ହେବ ପଟ୍ଟା ସଂଶୋଧନ -ସଂଶୋଧନ ପାଇଁ ତହସିଲଦାରଙ୍କୁ କ୍ଷମତା -ଓଡ଼ିଶା ସର୍ଭେ ଆଣ୍ଡ ସେଟଲମେଣ୍ଟ ରୁଲ୍ସର ସଂଶୋଧନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ   ଭୁବନେଶ୍ୱର:୧୨/୧୧-ମୁଖ୍ୟମନ୍ତ୍ରୀ ...

ଓଡ଼ିଆ ଚଳଚ୍ଚିତ୍ରର ହୃତଗୌରବ ଫେରାଇ ଆଣିବା ପାଇଁ ସରକାରଙ୍କ ପକ୍ଷରୁ ସମସ୍ତ ସହଯୋଗ ପ୍ରଦାନ କରାଯିବ-ମୁଖ୍ୟମନ୍ତ୍ରୀ

-ଆରମ୍ଭ ହେଲା ୧୦ମ ଚଳଚ୍ଚିତ୍ର ସରଂକ୍ଷଣ ଓ ପୁନଃରୁଦ୍ଧାର କର୍ମଶାଳା -ଯୋଗ ଦେଲେ ବିଶିଷ୍ଟ ହିନ୍ଦୀ ଚଳଚ୍ଚିତ୍ର ଅଭିନେତ୍ରୀ ୱହିଦା ରେହମାନ -ଓଡ଼ିଆ ଚଳଚ୍ଚିତ୍ରର ପୁନରୁଦ୍ଧାର ପାଇଁ ...

ବୁଧବାର ଭୁବନେଶ୍ୱର ଆସୁଛନ୍ତି ଭାରତ ସେବାଶ୍ରମ ସଂଘ ଅଧ୍ୟକ୍ଷ ସ୍ୱାମୀ ମାଧବାନନ୍ଦଜୀ

ଭୁବନେଶ୍ୱର:୧୧/୧୧-ସ୍ୱାମୀ ପ୍ରଣବାନନ୍ଦଙ୍କ ଦ୍ୱାରା ଅନ୍ତର୍ଜାତୀୟ ପଞ୍ଜକୃତ ସେବା ପ୍ରତିଷ୍ଠାନ ଭାରତ ସେବାଶ୍ରମ ସଂଘ ପ୍ରତିଷ୍ଠା କରାଯାଇଛି। ଏହି ପ୍ରତିଷ୍ଠାନର ବର୍ତ୍ତମାନ ଅଧ୍ୟକ୍ଷ ଅଛନ୍ତି ୯୯ ବର୍ଷ ବୟସ୍କ ...

Page 4 of 6 1 3 4 5 6

Contact
Editor – Rabipriya Dash
Mob: 9437186052
Email – info@sankhiptakhabar.com / rabipriyadash@gmail.com