Saturday, April 18, 2026

Month: December 2025

ଟି-୨୦ କ୍ରିକେଟ ମ୍ୟାଚ ପାଇଁ ସ୍ୱତନ୍ତ୍ର ପଦକ୍ଷେପ

ଭୁବନେଶ୍ୱର:୪/୧୨-ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିୟମରେ ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ କ୍ରିକେଟ ମ୍ୟାଚ ଅନୁଷ୍ଠିତ ହେବ। ଏହାକୁ ଦୃଷ୍ଟିରେ ରଖି କମିଶନରେଟ ପୋଲିସ ପକ୍ଷରୁ ...

‘ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟସେବା ଯୋଜନା’ରେ ମାଲକାନଗିରିରେ ବିଶେଷଜ୍ଞ ଟିମ

ଭୁବନେଶ୍ୱର: ୪/୧୨-'ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟସେବା ଯୋଜନା' ରେ ଉପାନ୍ତ ଅଞ୍ଚଳବାସୀଙ୍କ ପାଇଁ ବିଶେଷଜ୍ଞ ଚିକିତ୍ସା ସେବା ସୁନିଶ୍ଚିତ ହୋଇଛି। ମାଲକାନଗିରି ଜିଲ୍ଲାବାସୀଙ୍କୁ ଉଚ୍ଚମାନର ସ୍ୱାସ୍ଥ୍ୟସେବା ଯୋଗାଇବା ପାଇଁ ...

ମାଧୁରୀ ନେଇଛନ୍ତି ୧ କୋଟି ୬୦ ଲକ୍ଷ ଟଙ୍କା

ଭୁବନେଶ୍ୱର: ୩/୧୨-ଓଡିଶା ହସ୍ତତନ୍ତର ବ୍ରାଣ୍ଡ ଆମ୍ବାସଡର ଭାବେ ଅଭିନେତ୍ରୀ ମାଧୁରୀ ଦୀକ୍ଷିତ ୧ କୋଟି ୬୦ ଲକ୍ଷ ଟଙ୍କା ନେଇଛନ୍ତି। ବିଧାନସଭାରେ ବିଧାୟକ ଅରୁଣ ସାହୁଙ୍କ ପ୍ରଶ୍ନରେ ...

ରମାଦେବୀଙ୍କ ଜୟନ୍ତୀ

ଭୁବନେଶ୍ୱର:୩/୧୨-ମା’ ରମାଦେବୀ ହେଉଛନ୍ତି ସଂଗ୍ରାମ, ତ୍ୟାଗ, ସାଂପ୍ରଦାୟିକ ସଦ୍‌ଭାବନା, ମାନବିକତା, ପ୍ରତିବଦ୍ଧତା ଓ ସେବାର ମୂର୍ତ୍ତିମନ୍ତ ପ୍ରତୀକ। ପ୍ରାଚୁର୍ଯ୍ୟରୁ ଆସି ସେ ସରଳତାକୁ ଗ୍ରହଣ କରିଥିଲେ। ଘରକୋଣରୁ ...

ଶିକ୍ଷକ କର୍ମଚାରୀଙ୍କ ଦାବି ଅନୁଶୀଳନ କରିବ ଉଚ୍ଚସ୍ତରୀୟ କମିଟି

ଭୁବନେଶ୍ୱର:୩/୧୨- ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଉଚ୍ଚ ଶିକ୍ଷା ବିଭାଗ ଅଧିନରେ ବିଭିନ୍ନ ପ୍ରକାର ସରକାରୀ ଏବଂ ଅନୁଦାନପ୍ରାପ୍ତ ଓ ଅଣ-ଅନୁଦାନପ୍ରାପ୍ତ ବେସରକାରୀ ...

ଖଣି ଅଂଚଳର ପାର୍ଶ୍ୱବର୍ତ୍ତୀ ସ୍ଥାନ ଗୁଡିକରେ ସମ୍ପୂର୍ଣ୍ଣ ମୌଳିକ ସୁବିଧା ପ୍ରଦାନ କରନ୍ତୁ, ପ୍ରଦୂଷଣ ରୋକନ୍ତୁ-ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:୨/୧୨-ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ଜିଲ୍ଲା ଖଣିଜ ପ୍ରତିଷ୍ଠାନ ସମ୍ବନ୍ଧରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଅଧ୍ୟକ୍ଷତା କରିଥିଲେ। ବୈଠକର ଆଲୋଚନାରୁ ଜଣାପଡିଛି ଯେ, ଚଳିତ ...

ଅଚ୍ୟୁତଙ୍କ ‘ମୋ ମାଆ ମୋ ପ୍ରେରଣା’ ପୁସ୍ତକ ଉନ୍ମୋଚିତ

ଭୁବନେଶ୍ୱର:୨/୧୨- କିଟ୍‍ ଓ କିସ୍‍ର ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତଙ୍କ ‘ମୋ ମାଆ ମୋ ପ୍ରେରଣା’ ପୁସ୍ତକ ଡିସେମ୍ବର ୧ ତାରିଖରେ ଉନ୍ମୋଚିତ ହୋଇଯାଇଛି। ଏହି ଉପଲକ୍ଷେ ...

Page 6 of 6 1 5 6

Contact
Editor – Rabipriya Dash
Mob: 9437186052
Email – info@sankhiptakhabar.com / rabipriyadash@gmail.com