Tuesday, March 17, 2026

Month: March 2026

ରାଜ୍ୟସଭା ନିର୍ବାଚନ

ଭୁବନେଶ୍ୱର:୧୬/୩- ବିଜୟୀ ରାଜ୍ୟସଭା ପ୍ରାର୍ଥୀ ମନମୋହନ ସାମଲ, ଦିଲ୍ଲୀପ ରାୟ ଓ ସୁଜିତ କୁମାରଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ବିଧାନସଭା କକ୍ଷରେ ଅଭିନନ୍ଦନ ଜଣାଉଛନ୍ତି। ...

ବଡ଼ ମେଡିକାଲରେ ଅଗ୍ନିକାଣ୍ଡ,୧୦ ରୋଗୀଙ୍କ ମୃତ୍ୟୁ

ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଭୁବନେଶ୍ୱର:୧୬/୩-କଟକ ଏସସିବି ମେଡିକାଲରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୦ଜଣ ରୋଗୀଙ୍କ ମୃତ୍ୟୁ ଘଟିଛି। କିଛି ରୋଗୀଙ୍କ ଅବସ୍ଥା ସଂକଟାପନ୍ନ ରହିଛି। ...

ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

  ଭୁବନେଶ୍ୱର:୧୫/୩- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ତାଙ୍କ ସରକାରୀ ବାସଭବନରେ ଭେଟି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସଂପର୍କରେ ପଚାରି ବୁଝୁଛନ୍ତି।

ମାଓ ପ୍ରଭାବିତ ଅଞ୍ଚଳର ୪୮୫ ଗ୍ରାମକୁ ମିଳିବ କ୍ରୀଡ଼ା ସାମଗ୍ରୀ

ଭୁବନେଶ୍ୱର:୧୫/୩ - ଓଡ଼ିଶାର ଦୁର୍ଗମ ତଥା ମାଓ ପ୍ରଭାବିତ ଅଞ୍ଚଳର ଯୁବପିଢ଼ିଙ୍କୁ ମୁଖ୍ୟ ସ୍ରୋତରେ ସାମିଲ କରିବା ଏବଂ ସେମାନଙ୍କ ମଧ୍ୟରେ କ୍ରୀଡ଼ା ପ୍ରତିଭାର ବିକାଶ ପାଇଁ ...

ପାରାଦୀପକୁ ଦେଶର ଏକ ବୃହତ୍ ଅର୍ଥନୈତିକ ଅଞ୍ଚଳରେ ପରିଣତ କରାଯିବ – ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:୧୫/୩-ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ପାରାଦୀପରେ ଆଗାମୀ ଦିନରେ ହେବାକୁ ଥିବା ବିଭିନ୍ନ ବୃହତ ଶିଳ୍ପ ପ୍ରତିଷ୍ଠା ସଂପର୍କରେ ଏକ ସମୀକ୍ଷା ବୈଠକ କରିଛନ୍ତି। ବୈଠକରେ ...

ମହିଳା ଆଇନଜୀବୀଙ୍କ ଦ୍ୱାରା ମହିଳାମାନେ ନ୍ୟାୟ ପାଇବେ

ଭୁବନେଶ୍ୱର:୧୪/୩-ଅଲ ଓମେନ୍ସ ଆଡଭୋକେଟ ଫୋରମ ଓ ଆଖିଲ ଭାରତୀୟ ସଂୟୁକ୍ତ ଅଧିବକ୍ତା ମଞ୍ଚ ମିଳିତ ଅନୁକୂଳରେ ଆର୍ନ୍ତଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି। ଫୋରମର ଅଧକ୍ଷା ଆଇନଜୀବୀ ...

କଟକ-ଭୁବନେଶ୍ୱର ମଧ୍ୟରେ ନମୋ ଟ୍ରେନ ଚଳାଚଳ କରିବ

ଭୁବନେଶ୍ୱର: ୧୪/୩-ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସଂସଦରେ ନମୋ ଟ୍ରେନ ଚଳାଚଳ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି। କଟକରୁ ଭୁବନେଶ୍ୱର ଏବଂ ଭୁବନେଶ୍ୱରରୁ କଟକ ମଧ୍ୟରେ ପ୍ରତି ...

ଓଡିଶା ସହିତ ଆସାମ ଓ ତେଲେଙ୍ଗାନାକୁ ସଂଯୋଗ କରିବ ନୂଆ ଅମୃତ ଭାରତ ଟ୍ରେନ

ଭୁବନେଶ୍ୱର-ଧାନବାଦ ଓ ପୁରୀ-ପାଟନା ସ୍ୱତନ୍ତ୍ର ରେଳସେବାକୁ ନିୟମିତ କରାଗଲା   ଭୁବନେଶ୍ୱର:୧୨୩-ଓଡିଶାରେ ରେଳ ସଂଯୋଗୀକରଣକୁ ଅଧିକରୁ ଅଧିକ ଗୁରୁତ୍ୱ ଦେଇ କେନ୍ଦ୍ର ସରକାର ଓଡିଶା ସହିତ ଆସାମ ...

କନ୍ୟା ବିବାହ ଯୋଜନାରେ ସାମୂହିକ ବିବାହ

ଭୁବନେଶ୍ୱର:୧୨/୩-ଆର୍ଥିକ ଅନଗ୍ରସର ପରିବାରଗୁଡ଼ିକୁ ସାମାଜିକ ସହାୟତା ପ୍ରଦାନ କରିବା ପାଇଁ ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା'କୁ ଅଧିକ ସୁଦୃଢ଼ କରାଯାଇଛି। ଏହି ପରିପ୍ରେକ୍ଷୀରେ ଗୁରୁବାର କଟକ ଏବଂ ...

ଏକ ଲକ୍ଷରୁ ଅଧିକ ଲୋକଙ୍କୁ ଯୋଡ଼ିଲା ନ୍ୟାୟ ସଂହିତା ପ୍ରଦର୍ଶନୀ

ଭୁବନେଶ୍ୱର:୧୨/୩– ଓଡ଼ିଶା ପୋଲିସ ଦ୍ୱାରା ଆୟୋଜିତ ସପ୍ତାହବ୍ୟାପୀ ଭାରତୀୟ ନ୍ୟାୟ ସଂହିତା ପ୍ରଦର୍ଶନୀ ଉଦଯାପିତ ହୋଇଛି। ଇଡକୋ ପ୍ରଦର୍ଶନୀ ପଡିଆରେ ଆୟୋଜିତ ଏହି ପ୍ରଦର୍ଶନୀରେ ଏକ ଲକ୍ଷରୁ ...

Page 1 of 4 1 2 4

Contact
Editor – Rabipriya Dash
Mob: 9437186052
Email – info@sankhiptakhabar.com / rabipriyadash@gmail.com