• About
  • Contact
Thursday, July 23, 2026
Sankhipta Khabar
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
Sankhipta Khabar
No Result
View All Result
Home Governance

ମୋଦିଙ୍କ ଓଡିଶା ଗସ୍ତ କାର୍ଯ୍ୟସୂଚୀ

Share on FacebookShare on TwitterShare on Whatsapp

ଭୁବନେଶ୍ୱର :25/9- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡିଶା ଗସ୍ତ କାର୍ଯ୍ୟସୂଚୀ ଚୂଡାନ୍ତ ହୋଇଛି। ପ୍ରଧାନମନ୍ତ୍ରୀଙ୍କ ଝାରସୁଗୁଡ଼ା ଗସ୍ତ ନେଇ ଲୋକସେବା ଭବନରେ ପ୍ରସ୍ତୁତି ବୈଠକ କରାଯାଇଛି । ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ, ମୁଖ୍ୟ ଶାସନ ସଚିବ, ପୂର୍ତ୍ତ ବିଭାଗ ପ୍ରମୁଖ ସଚିବ ଝାରସୁଗୁଡା ଗସ୍ତ କରି କ୍ଷେତ୍ର ପରିଦର୍ଶନ କରିଛନ୍ତି ।

ମୋଦି ୨୭ ତାରିଖ ଦିନ ୧୧ଟା ୧୦ ମିନିଟ ସମୟରେ ସ୍ବତନ୍ତ୍ର ବିମାନ ଯୋଗେ ଆସି ଝାରସୁଗୁଡାରେ ପହଞ୍ଚିବେ । ସେଠାରୁ ସଡ଼କ ପଥରେ ଯାଇ ୧୧ଟା ୨୫ରେ ଅମଲିପାଲି ସ୍ଥିତ ପଡିଆରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେବେ। ସେଠାରେ ସେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ଓ ଲୋକାର୍ପଣ କରିବେ। କାର୍ଯ୍ୟକ୍ରମ ୧୨ଟା ୪୫ରେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ। କାର୍ଯ୍ୟକ୍ରମରେ ପ୍ରାୟ ଏକଲକ୍ଷ ହଜାର ଲୋକଙ୍କ ସମାଗମ ହେବାରଆକଳନ କରାଯାଇଛି। ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନଜରରେ ରଖି ଝାରସୁଗୁଡା ବିମାନବନ୍ଦର, ଝାରସୁଗୁଡା ଅତିଥିଭବନ, ସଭାସ୍ଥଳ, କାରକେଡ ରୁଟ, ବିଦ୍ୟୁତ ଓ ପାନୀୟ ଜଳ ଏବଂ ପାସ୍ ବ୍ୟବସ୍ଥା ଉପରେ ବୈଠକରେ ଆଲୋଚନା କରାଯାଇଛି । ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କର ବ୍ରହ୍ମପୁରରେ କାର୍ଯ୍ୟକ୍ରମ ରହିଥିଲା । ପାଣିପାଗକୁ ନେଇ ଏହାକୁ ଝାରସୁଗୁଡାକୁ ପରିବର୍ତ୍ତନ କରାଯାଇଛି।

ସଂକ୍ଷିପ୍ତ ଖବର

ସଂକ୍ଷିପ୍ତ ଖବର

Related Posts

Economy

ଦେଶର ଋଣ ବୋଝ ୨୦୦ଲକ୍ଷ କୋଟିରୁ ଅଧିକ ହେବ

by ସଂକ୍ଷିପ୍ତ ଖବର
July 23, 2026

ଭୁବନେଶ୍ୱର:୨୧ା୭-ଚଳିତ ଆର୍ôଥକବର୍ଷ ଶେଷ ସୁଦ୍ଧା ଭାରତର ଋଣ ପରିମାଣ ୨୧୮ଲକ୍ଷ କୋଟି ଟଙ୍କାରୁ ଅଧିକ ହେବ ବୋଲି କେନ୍ଦ୍ର ସରକାର ୨୦୨୬-୨୭ର ବଜେଟରେ ଅନୁମାନ କରିଛନ୍ତି। ତେବେ...

Read more

ଭାରତରେ ବିଚାର ପ୍ରତୀକ୍ଷାରେ ଅଛି ୫.୬୪ କୋଟି ମାମଲା

July 23, 2026

ଛାତ୍ରଛାତ୍ରୀଙ୍କୁ ହାତବାରିସି କରି ଗୃହରେ ବିଶୃଙ୍ଖଳା ସୃଷ୍ଟି କରୁଛନ୍ତି ରାହୁଲ-ଧର୍ମେନ୍ଦ୍ର

July 22, 2026

ହସ୍ପିଟାଲରେ ଆହତ ଛାତ୍ରଛାତ୍ରୀଙ୍କୁ ଭେଟିଲେ ବିଜେଡି ସାଂସଦ

July 22, 2026

ODISHA APPROVES ₹4,573CRORE INVESTMENT, CREATING

July 21, 2026

ଭୁବନେଶ୍ୱର, ଯାଜପୁର ଏବଂ ଭଦ୍ରକ ସମେତ ବିଭିନ୍ନ ସ୍ଥାନରେ ନିର୍ମିତ ହେବ ନୂତନ ମଡେଲ କାରାଗାର

July 21, 2026

Contact
Editor – Rabipriya Dash
Mob: 9437186052
Email – info@sankhiptakhabar.com / rabipriyadash@gmail.com

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports

Archives

  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024

Categories

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports
  • About
  • Contact

© 2024 www.sankhiptakhabar.com

No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More

© 2024 www.sankhiptakhabar.com