• About
  • Contact
Saturday, July 18, 2026
Sankhipta Khabar
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
Sankhipta Khabar
No Result
View All Result
Home More

ପଶ୍ଚିମବଙ୍ଗ ଗଣଦୁଷ୍କର୍ମ ମାମଲା, ପଞ୍ଚମ ଅଭିଯୁକ୍ତ ଗିରଫ

Share on FacebookShare on TwitterShare on Whatsapp

ଭୁବନେଶ୍ୱର : 13/10- ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ସମ୍ପୃକ୍ତ ପଞ୍ଚମ ଅଭିଯୁକ୍ତକୁ ଗିରଫ ପରେ କୋର୍ଟରେ ହାଜର କରିଛି ପୋଲିସ । ରବିବାର ଗିରଫ ଚାରିଜଣ ଅଭିଯୁକ୍ତଙ୍କୁ ଅଧିକ ପଚରାଉଚରା କରିବା ପାଇଁ ପୋଲିସ ୧୦ଦିନିଆ ରିମାଣ୍ଡରେ ନେଇଛି। ଘଟଣାସ୍ଥଳରୁ ପୀଡ଼ିତାଙ୍କୁ ଛାଡ଼ି ଚାଲିଯାଇଥିବା ପୁରୁଷ ବନ୍ଧୁକୁ ତନାଘନା ଜେରା କରାଯାଉଛି ।

ଝିଅକୁ ଉନ୍ନତ ଚିକିତ୍ସା ପାଇଁ ଓଡ଼ିଶା ଆଣିବାକୁ ଅନୁମତି ଦେବାକୁ ତାଙ୍କ ପିତା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ନିବେଦନ କରିଛନ୍ତି । ଏଥି ସହ ଅଭିଯୁକ୍ତଙ୍କ ବିରୋଧରେ କଠୋର ଦଣ୍ଡ ବିଧାନ ପାଇଁ ସେ ଦାବି କରିଛନ୍ତି । ସୂଚନାଯୋଗ୍ୟ ଯେ ଶୁକ୍ରବାର ରାତିରେ ଦୁର୍ଗାପୁରର ଏକ ଘରୋଇ ମେଡିକାଲ ଛାତ୍ରୀ ଜଣଙ୍କ ତାଙ୍କ ପୁରୁଷ ବନ୍ଧୁଙ୍କ ସହ ରାତ୍ରିଭୋଜନ ପାଇଁ ଯାଇଥିବା ବେଳେ ଗଣଦୁଷ୍କର୍ମର ଶିକାର ହୋଇଥିଲେ।

ସଂକ୍ଷିପ୍ତ ଖବର

ସଂକ୍ଷିପ୍ତ ଖବର

Related Posts

Governance

ରଥଯାତ୍ରା-କେଉଁଟି ସତ ?

by ସଂକ୍ଷିପ୍ତ ଖବର
July 17, 2026

-ସୁରୁଖୁରୁରେ ଅନୁଷ୍ଠିତ ହେଲା ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା - ୨ଜଣଙ୍କ ମୃତ୍ୟୁ, ଶତାଧିକ ଆହତ -କର୍ଡ଼ନ ପାସ ବଣ୍ଟନରେ ବିଭ୍ରାଟ -ଭିଡ଼ ନିୟନ୍ତ୍ରଣରେ ପ୍ରଶାସନ ବିଫଳ -ଦଳାଚକଟାରେ...

Read more

ଓଡ଼ିଶାବାସୀଙ୍କ ଭରସା ଓ ବିଶ୍ୱାସ ଲାଭ କରିଛି କଳିଙ୍ଗ ଟିଭି

July 15, 2026

ଏସଆଇଆର ପ୍ରକ୍ରିୟା ନେଇ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଅଭିଯୋଗ ପତ୍ର ପ୍ରଦାନ

July 15, 2026

ଡିଜିଟାଲ ହୁଣ୍ଡି ସମର୍ପଣର ଶୁଭାରମ୍ଭ

July 15, 2026

ଏକ ନ୍ୟାୟପୂର୍ଣ୍ଣ ଓ ଆତ୍ମନିର୍ଭରଶୀଳ ସମାଜ ଗଠନ ଉତ୍କଳମଣିଙ୍କ ଲକ୍ଷ୍ୟ ଥିଲା-ରାଜ୍ୟପାଳ

July 14, 2026

ସିଏଜି–ଆଇସିଏସଏସଆର କୋଲୋକ୍ୱିୟମ

July 14, 2026

Contact
Editor – Rabipriya Dash
Mob: 9437186052
Email – info@sankhiptakhabar.com / rabipriyadash@gmail.com

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports

Archives

  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024

Categories

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports
  • About
  • Contact

© 2024 www.sankhiptakhabar.com

No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More

© 2024 www.sankhiptakhabar.com