• About
  • Contact
Wednesday, July 22, 2026
Sankhipta Khabar
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
Sankhipta Khabar
No Result
View All Result
Home Governance

ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ପରେ ବଦଳିଲା ସିଭିଲ ସର୍ଭିସ ବିଜ୍ଞପ୍ତି

Share on FacebookShare on TwitterShare on Whatsapp

ଭୁବନେଶ୍ୱର:୪/୧- ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ପରେ ଓଡ଼ିଶା ଲୋକସେବା ଆୟୋଗ ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷା ପାଇଁ ନୂତନ ବିଜ୍ଞପ୍ତି ପ୍ରକାଶ କରିଛି । ଏଥିରେ ଓଡ଼ିଶା ପ୍ରଶାସନିକ ସେବା ସମେତ ବିଭିନ୍ନ ପଦକୁ ମିଶାଇ ୧୫୧ଟି ନୂତନ ପଦକୁ ସାମିଲ କରାଯାଇଛି । ମୋଟ ୪୬୫ ପଦ ପାଇଁ ପରୀକ୍ଷା କରାଯିବ । ଏଥିରୁ ୧୫୪ ପଦ ମହିଳାଙ୍କ ପାଇଁ ସଂରକ୍ଷିତ ରହିବ।


ନିକଟରେ ଓଡିଶା ଲୋକସେବା ଆୟୋଗ ପକ୍ଷରୁ ଓଡିଶା ସିଭିଲ ସର୍ଭିସ ପରୀକ୍ଷା ୨୦୨୫ ପାଇଁ ବିଜ୍ଞପ୍ତି ପ୍ରକାଶିତ ହୋଇଥିଲା । ତେବେ ଏଥିରେ ଓଏଏସ, ଓଆରଏସ ଆଦି କେତେକ କ୍ୟାଡରରେ ଆଦୌ ପଦବୀ ନଥିବାରୁ ଆଶାୟୀଙ୍କ ମଧ୍ୟରେ ଅସନ୍ତୋଷ ସୃଷ୍ଟି ହୋଇଥିଲା । ମୁଖ୍ୟମନ୍ତ୍ରୀ ତୁରନ୍ତ ହସ୍ତକ୍ଷେପ କରି ଏହି ସବୁ ପଦବୀ ସମ୍ପର୍କରେ ସମୀକ୍ଷା କରିବା ସହ ଖାଲି ପଦବୀ ପୂରଣ ପାଇଁ ନିର୍ଦ୍ଦେଶ ଦେଇଥିଲେ ।
ଓଡିଶା ପ୍ରଶାସନିକ ସେବାରେ ୧୪ଟି, ଓଡିଶା ରାଜସ୍ୱ ସେବାରେ ୧୧୩ଟି, ଓଡିଶା ପରିବହନ ସେବାରେ ୧୬ଟି ଏବଂ ଓଡିଶା ମଙ୍ଗଳ ସେବାରେ ୮ଟି ପଦବୀ ପୂରଣ ପାଇଁ ଓଡିଶା ଲୋକସେବା ଆୟୋଗକୁ ଅନୁରୋଧ କରାଯାଇଛି । ସମୁଦାୟ ୧୫୧ଟି ଅଧିକ ପଦବୀ ପାଇଁ କୁହାଯାଇଛି । ଏହାଦ୍ୱାରା ଏହିସବୁ ପଦବୀ ପାଇଁ ଆଶାୟୀ ଥିବା ଅନେକ ଯୁବକ ଯୁବତୀ ପରୀକ୍ଷା ଦେଇ ନିଜ ଯୋଗ୍ୟତା ବଳରେ ସଫଳତା ହାସଲ କରି ପାରିବେ ।

ସଂକ୍ଷିପ୍ତ ଖବର

ସଂକ୍ଷିପ୍ତ ଖବର

Related Posts

Economy

ODISHA APPROVES ₹4,573CRORE INVESTMENT, CREATING

by ସଂକ୍ଷିପ୍ତ ଖବର
July 21, 2026

22,873 EMPLOYMENT OPPORTUNITIES • 23 investment proposals approved across 11 districts Bhubaneswar:21/7-The Government of Odisha, under the leadership of Chief...

Read more

ଭୁବନେଶ୍ୱର, ଯାଜପୁର ଏବଂ ଭଦ୍ରକ ସମେତ ବିଭିନ୍ନ ସ୍ଥାନରେ ନିର୍ମିତ ହେବ ନୂତନ ମଡେଲ କାରାଗାର

July 21, 2026

ବାସ୍ତବ ସତ୍ୟକୁ ଲୁଚାଉଛନ୍ତି ସରକାର:ବିଜେଡି

July 20, 2026

ରଥଯାତ୍ରା-କେଉଁଟି ସତ ?

July 17, 2026

ଓଡ଼ିଶାବାସୀଙ୍କ ଭରସା ଓ ବିଶ୍ୱାସ ଲାଭ କରିଛି କଳିଙ୍ଗ ଟିଭି

July 15, 2026

ଏସଆଇଆର ପ୍ରକ୍ରିୟା ନେଇ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଅଭିଯୋଗ ପତ୍ର ପ୍ରଦାନ

July 15, 2026

Contact
Editor – Rabipriya Dash
Mob: 9437186052
Email – info@sankhiptakhabar.com / rabipriyadash@gmail.com

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports

Archives

  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024

Categories

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports
  • About
  • Contact

© 2024 www.sankhiptakhabar.com

No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More

© 2024 www.sankhiptakhabar.com