• About
  • Contact
Saturday, July 18, 2026
Sankhipta Khabar
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
Sankhipta Khabar
No Result
View All Result
Home Governance

ନୃସିଂହ ଷଡ଼ଙ୍ଗୀଙ୍କୁ ବ୍ୟାସକବି ଫକୀରମୋହନ ଓଡ଼ିଆ ଭାଷା ସମ୍ମାନ

Share on FacebookShare on TwitterShare on Whatsapp

ଭୁବନେଶ୍ୱର:୧୪/୧- ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ବିଶିଷ୍ଟ ଗବେଷକ ତଥା ପ୍ରାବନ୍ଧିକ ଡ଼. ନୃସିଂହ ଚରଣ ଷଡ଼ଙ୍ଗୀଙ୍କୁ ୨୦୨୧ ପାଇଁ “ବ୍ୟାସକବି ଫକୀର ମୋହନ ଓଡ଼ିଆ ଭାଷା ସମ୍ମାନ ପ୍ରଦାନ କରାଯାଇଛି । ବୁଧବାର ବ୍ୟାସକବି ଫକୀରମୋହନ ସେନାପତିଙ୍କ ଜୟନ୍ତୀ ଉପଲକ୍ଷେ ଓଡ଼ିଶୀ ଗବେଷଣା କେନ୍ଦ୍ରରେ ଆୟୋଜିତ ହୋଇଥିବା କାର୍ଯ୍ୟକ୍ରମରେ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଡ଼.ଷଡ଼ଙ୍ଗୀଙ୍କୁ ଏହି ସମ୍ମାନରେ ସମ୍ମାନିତ କରିଛନ୍ତି ।
ଓଡ଼ିଆ ଭାଷାର ପ୍ରଚାର ଓ ପ୍ରସାର, ଓଡ଼ିଆ ସାହିତ୍ୟ କ୍ଷେତ୍ରରେ ଉତ୍କୃଷ୍ଟ ଓ ନିରନ୍ତର କାର୍ଯ୍ୟ, ଗବେଷଣା ଏବଂ ସାମଗ୍ରିକ ସାହିତ୍ୟ କୃତି ଆଦିକୁ ବିଚାରକୁ ନେଇ ତାଙ୍କୁ ସମ୍ମାନିତ କରାଯିବା ସହ ୫ଲକ୍ଷ ଟଙ୍କା ପୁରସ୍କାର ରାଶି, ଅଙ୍ଗବସ୍ତ୍ର ଓ ତାମ୍ର ଫଳକ ପ୍ରଦାନ କରାଯାଇଛି।

ସଂକ୍ଷିପ୍ତ ଖବର

ସଂକ୍ଷିପ୍ତ ଖବର

Related Posts

Governance

ରଥଯାତ୍ରା-କେଉଁଟି ସତ ?

by ସଂକ୍ଷିପ୍ତ ଖବର
July 17, 2026

-ସୁରୁଖୁରୁରେ ଅନୁଷ୍ଠିତ ହେଲା ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା - ୨ଜଣଙ୍କ ମୃତ୍ୟୁ, ଶତାଧିକ ଆହତ -କର୍ଡ଼ନ ପାସ ବଣ୍ଟନରେ ବିଭ୍ରାଟ -ଭିଡ଼ ନିୟନ୍ତ୍ରଣରେ ପ୍ରଶାସନ ବିଫଳ -ଦଳାଚକଟାରେ...

Read more

ଓଡ଼ିଶାବାସୀଙ୍କ ଭରସା ଓ ବିଶ୍ୱାସ ଲାଭ କରିଛି କଳିଙ୍ଗ ଟିଭି

July 15, 2026

ଏସଆଇଆର ପ୍ରକ୍ରିୟା ନେଇ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଅଭିଯୋଗ ପତ୍ର ପ୍ରଦାନ

July 15, 2026

ଡିଜିଟାଲ ହୁଣ୍ଡି ସମର୍ପଣର ଶୁଭାରମ୍ଭ

July 15, 2026

ଏକ ନ୍ୟାୟପୂର୍ଣ୍ଣ ଓ ଆତ୍ମନିର୍ଭରଶୀଳ ସମାଜ ଗଠନ ଉତ୍କଳମଣିଙ୍କ ଲକ୍ଷ୍ୟ ଥିଲା-ରାଜ୍ୟପାଳ

July 14, 2026

ସିଏଜି–ଆଇସିଏସଏସଆର କୋଲୋକ୍ୱିୟମ

July 14, 2026

Contact
Editor – Rabipriya Dash
Mob: 9437186052
Email – info@sankhiptakhabar.com / rabipriyadash@gmail.com

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports

Archives

  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024

Categories

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports
  • About
  • Contact

© 2024 www.sankhiptakhabar.com

No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More

© 2024 www.sankhiptakhabar.com