ଭୁବନେଶ୍ୱର:୨୦/୧-ଆସନ୍ତା ଏପ୍ରିଲ ମାସ ୧୬ତାରିଖରୁ ଓଡ଼ିଶାରେ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା। ଏହ ଏପ୍ରିଲ ୧୬ରୁ ମେ ୧୫ ଯାଏଁ ଚାଲିବ। ୩୦ ଦିନ ଧରି ପ୍ରଥମ ପର୍ଯ୍ୟାୟରେ ଘର ଗଣନା କରାଯିବ। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଏ ସଂକ୍ରାନ୍ତ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରଥମ ପର୍ଯ୍ୟାୟରେ ଘର ଏବଂ ଆସବାବପତ୍ର ଗଣନା ହେବ। ଦ୍ୱିତୀୟ ପର୍ଯ୍ୟାୟରେ ଘରକୁ ଘର ଜନ ଗଣନା ହେବ।
ସିବିଏସଇର ଦୁଇ ଟପର ଛାତ୍ରୀ ଟିନା ଓ ଆଲିଶାଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର:୧୭/୪- ସିବିଏସଇ୧୦ମ ଶ୍ରେଣୀ ପରୀକ୍ଷାରେ ୫୦୦ରୁ ୫୦୦ ମାର୍କ ରଖି ସଫଳତା ହାସଲ କରିଥିବା ଟିନା ରଥ ଏବଂ ଆଲିଶା ବିଶ୍ୱାଳ ମୁଖ୍ୟମନ୍ତ୍ରୀଙ୍କୁ ଲୋକସେବା ଭବନରେ ଭେଟିଥିଲେ।...
Read more