ଭୁବନେଶ୍ଵର, ୧୩/୧୧/୨୦୨୪
ରାଜ୍ୟସ୍ତରୀୟ ‘ ସୁରଭି ‘ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ ବିଧାନସଭା ପରିଭ୍ରମଣରେ ଆସିଥିବା ବେଳେ ବାଚସ୍ପତି ସୁରମା ପାଢ଼ୀ, ଉପବାଚସ୍ପତି ଭବାନୀ ଶଙ୍କର ଭୋଇ ଓ ବିଧାନସଭାର ସଚିବ ଦାଶରଥି ଶତପଥି ଉପସ୍ଥିତ ଅଛନ୍ତି l
ସିବିଏସଇର ଦୁଇ ଟପର ଛାତ୍ରୀ ଟିନା ଓ ଆଲିଶାଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର:୧୭/୪- ସିବିଏସଇ୧୦ମ ଶ୍ରେଣୀ ପରୀକ୍ଷାରେ ୫୦୦ରୁ ୫୦୦ ମାର୍କ ରଖି ସଫଳତା ହାସଲ କରିଥିବା ଟିନା ରଥ ଏବଂ ଆଲିଶା ବିଶ୍ୱାଳ ମୁଖ୍ୟମନ୍ତ୍ରୀଙ୍କୁ ଲୋକସେବା ଭବନରେ ଭେଟିଥିଲେ।...
Read more
