• About
  • Contact
Saturday, July 18, 2026
Sankhipta Khabar
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
Sankhipta Khabar
No Result
View All Result
Home Governance

ପୋଲିସ ହକି ଚାମ୍ପିଅନସିପ

Share on FacebookShare on TwitterShare on Whatsapp

ଭୁବନେଶ୍ୱର:୧୨./୪-କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ୭୩ତମ ସର୍ବଭାରତୀୟ ପୋଲିସ ହକି ଚାମ୍ପିଅନସିପର ପ୍ରଥମ ମ୍ୟାଚ ମଧ୍ୟପ୍ରଦେଶ ଓ ତ୍ରିପୁରା ପୋଲିସ ଦଳ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚରେ ମଧ୍ୟପ୍ରଦେଶ, ତ୍ରିପୁରା ପୋଲିସ ଦଳଠାରୁ ୩-୨ ଗୋଲ ବ୍ୟବଧାନରେ ବିଜୟଲାଭ କରିଥିଲା। ଦ୍ୱିତୀୟ ମ୍ୟାଚ ମହିଳା ବିଭାଗରେ ଵିଏସଏଫ ଏବଂ ଓଡିଶା ମହିଳା ପୋଲିସ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚରେ ଓଡିଶା ପୋଲିସ, ଵିଏସଏଫ ଦଳକୁ ୧୧- ୦ ଗୋଲ ବ୍ୟବଧାନରେ ହରାଇଥିଲା।

 

ସେହିପରି ମହିଳା ବିଭାଗରେ ତୃତୀୟ ମ୍ୟାଚ ତାମିଲନାଡୁ ଓ ମହାରାଷ୍ଟ୍ର ମହିଳା ପୋଲିସ ଦଳ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚ ତାମିଲନାଡୁ, ମହାରାଷ୍ଟ୍ର ମହିଳା ପୋଲିସ ଦଳକୁ ୪- ୦ ଗୋଲ ବ୍ୟବଧାନରେ ହରାଇଥିଲା। ସେହିପରି ଚତୁର୍ଥ ମ୍ୟାଚ ପୁଡ଼ୁଚେରୀ, ତାମିଲନାଡୁ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚରେ ତାମିଲନାଡୁ, ପୁଡ଼ୁଚେରୀ ପୋଲିସ ଦଳକୁ ୧୨-୨ ଗୋଲରେ ପରାସ୍ତ କରିଥିଲା। ପଞ୍ଚମ ମ୍ୟାଚ ଉତ୍ତରାଖଣ୍ଡ ଓ ରାଜସ୍ଥାନ ପୋଲିସ ଦଳ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚରେ ରାଜସ୍ଥାନ, ଉତ୍ତରାଖଣ୍ଡ ପୋଲିସ ଦଳକୁ ୫-୦ ଗୋଲ ବ୍ୟବଧାନରେ ହରାଇଥିଲା।

ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ( ମୁଖ୍ୟାଳୟ) ତଥା ଆୟୋଜନ କମିଟିର ଉପସଭାପତି ଦୟାଲ ଗଙ୍ଗୱାର,ଆଇଜି (ତାଲିମ) ତଥା ଆୟୋଜନ କମିଟିର ସମ୍ପାଦକ ଅନୁପ କୁମାର ସାହୁ, ଡିଆଇଜି (ପ୍ରୋଭିଜନିଂ) ଚରଣ ସିଂ ମିନା, ଡିଆଇଜି ( କାର୍ମିକ) ଯୁଗଳ କିଶୋର ବନୋଥ ପ୍ରମୁଖ ବିଭିନ୍ନ ମ୍ୟାଚ ଗୁଡିକରେ ଅତିଥି ଭାବେ ଯୋଗଦେଇ ଖେଳାଳିଙ୍କୁ ଉତ୍ସାହିତ କରିଥିଲେ।

ସଂକ୍ଷିପ୍ତ ଖବର

ସଂକ୍ଷିପ୍ତ ଖବର

Related Posts

Governance

ରଥଯାତ୍ରା-କେଉଁଟି ସତ ?

by ସଂକ୍ଷିପ୍ତ ଖବର
July 17, 2026

-ସୁରୁଖୁରୁରେ ଅନୁଷ୍ଠିତ ହେଲା ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା - ୨ଜଣଙ୍କ ମୃତ୍ୟୁ, ଶତାଧିକ ଆହତ -କର୍ଡ଼ନ ପାସ ବଣ୍ଟନରେ ବିଭ୍ରାଟ -ଭିଡ଼ ନିୟନ୍ତ୍ରଣରେ ପ୍ରଶାସନ ବିଫଳ -ଦଳାଚକଟାରେ...

Read more

ଓଡ଼ିଶାବାସୀଙ୍କ ଭରସା ଓ ବିଶ୍ୱାସ ଲାଭ କରିଛି କଳିଙ୍ଗ ଟିଭି

July 15, 2026

ଏସଆଇଆର ପ୍ରକ୍ରିୟା ନେଇ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଅଭିଯୋଗ ପତ୍ର ପ୍ରଦାନ

July 15, 2026

ଡିଜିଟାଲ ହୁଣ୍ଡି ସମର୍ପଣର ଶୁଭାରମ୍ଭ

July 15, 2026

ଏକ ନ୍ୟାୟପୂର୍ଣ୍ଣ ଓ ଆତ୍ମନିର୍ଭରଶୀଳ ସମାଜ ଗଠନ ଉତ୍କଳମଣିଙ୍କ ଲକ୍ଷ୍ୟ ଥିଲା-ରାଜ୍ୟପାଳ

July 14, 2026

ସିଏଜି–ଆଇସିଏସଏସଆର କୋଲୋକ୍ୱିୟମ

July 14, 2026

Contact
Editor – Rabipriya Dash
Mob: 9437186052
Email – info@sankhiptakhabar.com / rabipriyadash@gmail.com

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports

Archives

  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024

Categories

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports
  • About
  • Contact

© 2024 www.sankhiptakhabar.com

No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More

© 2024 www.sankhiptakhabar.com