ଭୁବନେଶ୍ଵର, ୧୩/୧୧/୨୦୨୪
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକ ସମ୍ପର୍କରେ ସୂଚନା ଦେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କ୍ୟାବିନେଟରେ ନିଆଯାଇଥିବା ନିଷ୍ପତ୍ତି ଉପରେ ଗଣମାଧ୍ୟମକୁ ଅବଗତ କରାଇଥିଲେ ।
ବୈଠକରେ ମୋଟ ୮ଟି ପ୍ରସ୍ତାବ ଉପରେ ଆଲୋଚନା ହୋଇଥିଲା ଏବଂ ସମସ୍ତ ପ୍ରସ୍ତାବକୁ ଅନୁମୋଦନ ମିଳିଛି । ତନ୍ମଧ୍ୟରେ ୫ ଟି ପ୍ରସ୍ତାବ ମତ୍ସ୍ୟ ଓ ପ୍ରାଣୀ ସଂପଦ ବିକାଶ ବିଭାଗ, ଗୋଟିଏ ଜଳସଂପଦ ବିଭାଗ, ଗୋଟିଏ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ଏବଂ ଅନ୍ୟଟି ସପ୍ତଦଶ ବିଧାନସଭାର ଆଗାମୀ ୨ୟ ଅଧିବେଶନ ଅନୁଷ୍ଠିତ ହେବା ସଂପର୍କିତ ପ୍ରସ୍ତାବ ଥିଲା ।
ସିବିଏସଇର ଦୁଇ ଟପର ଛାତ୍ରୀ ଟିନା ଓ ଆଲିଶାଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର:୧୭/୪- ସିବିଏସଇ୧୦ମ ଶ୍ରେଣୀ ପରୀକ୍ଷାରେ ୫୦୦ରୁ ୫୦୦ ମାର୍କ ରଖି ସଫଳତା ହାସଲ କରିଥିବା ଟିନା ରଥ ଏବଂ ଆଲିଶା ବିଶ୍ୱାଳ ମୁଖ୍ୟମନ୍ତ୍ରୀଙ୍କୁ ଲୋକସେବା ଭବନରେ ଭେଟିଥିଲେ।...
Read more