• About
  • Contact
Saturday, July 18, 2026
Sankhipta Khabar
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
Sankhipta Khabar
No Result
View All Result
Home Governance

ମୁଖ୍ୟମନ୍ତ୍ରୀଙ୍କ କ୍ଷମା ପ୍ରାର୍ଥନା, ଜିଲାପାଳ, ଏସପିଙ୍କ ବଦଳି, ୨ ନିଲମ୍ବିତ

Share on FacebookShare on TwitterShare on Whatsapp

ଭୁବନେଶ୍ୱର:୨୯/୬-
-ଘଟଣାର ତୁରନ୍ତ ବ୍ୟାପକ ତଦନ୍ତ ପାଇଁ ପୁରୀ ଗଜପତି ଦିବ୍ୟସିଂହ ଦେବଙ୍କ ଦାବି
-ରଥଯାତ୍ରାରେ ଅଘଟଣ ପାଇଁ କ୍ଷମା ପ୍ରାର୍ଥନା କଲେ ମୁଖ୍ୟମନ୍ତ୍ରୀ
-ମୃତ ଭକ୍ତଙ୍କ ପରିବାରକୁ ୨୫ଲକ୍ଷ ଲେଖାଏଁ ସହାୟତା
-ପୁରୀ ଜିଲାପାଳ ଓ ଏସପିଙ୍କ ବଦଳି
-ଚଂଚଳ ରାଣା ନୂଆ ଜିଲାପାଳ, ପିନାକ ମିଶ୍ର ଏସପି
-ଡିସିପି ଵିଷ୍ଣୁ ପତି, କମାଣ୍ଡାଣ୍ଟ ଅଜୟ ପାଢ଼ୀ ନିଲମ୍ବିତ
-ଉନ୍ନୟନ କମିଶନରଙ୍କ ଅଧୀନରେ ହେବ ପ୍ରଶାସନିକ ତଦନ୍ତ

 

-ଶାଶ୍ୱତ ମିଶ୍ର ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ ଭାବେ ନିଯୁକ୍ତ
-୩୦ ତାରିଖରେ ହେବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ଜନଶୁଣାଣି କାର୍ଯ୍ୟକ୍ରମ ସ୍ଥଗିତ
-ଲୋକଙ୍କୁ ସୁରକ୍ଷା ଦେବାରେ ସରକାର ବିଫଳ-ନିରଞ୍ଜନ
-ବିଶ୍ୱଭୂଷଣ ହରିଚନ୍ଦନ ଆଇନ ମନ୍ତ୍ରୀ ଥିବାବେଳେ ୨୦୦୮ରେ ଦଳାଚକଟାରେ ୬ ଭକ୍ତଙ୍କ ମୃତ୍ୟୁ ହୋଇଥିଲା ଏବେ ତାଙ୍କ ପୁଅ ପୃଥ୍ୱୀରାଜ ଆଇନ ମନ୍ତ୍ରୀ, ଦଳାଚକଟାରେ ଭକ୍ତ ମଲେ।

-ଅଘଟଣ ମୁକ୍ତ ଓ ସ୍ମରଣୀୟ ରଥଯାତ୍ରା ପାଇଁ ମୁଖ୍ୟମନ୍ତ୍ରୀ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ଅଧ୍ୟକ୍ଷତାରେ ମନ୍ତ୍ରୀସ୍ତରୀୟ କମିଟି କରିଥିଲେ, ଏଥିରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, କୃଷ୍ଣଚନ୍ଦ୍ର ମହାପାତ୍ର, ମୁକେଶ ମହାଲିଙ୍ଗ ଓ ବିଭୂତି ଜେନା ରହିଥିଲେ ସେମାନେ କ’ଣ କଲେ କେହି ବୁଝିପାରୁ ନାହାନ୍ତି।

ସଂକ୍ଷିପ୍ତ ଖବର

ସଂକ୍ଷିପ୍ତ ଖବର

Related Posts

Governance

ରଥଯାତ୍ରା-କେଉଁଟି ସତ ?

by ସଂକ୍ଷିପ୍ତ ଖବର
July 17, 2026

-ସୁରୁଖୁରୁରେ ଅନୁଷ୍ଠିତ ହେଲା ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା - ୨ଜଣଙ୍କ ମୃତ୍ୟୁ, ଶତାଧିକ ଆହତ -କର୍ଡ଼ନ ପାସ ବଣ୍ଟନରେ ବିଭ୍ରାଟ -ଭିଡ଼ ନିୟନ୍ତ୍ରଣରେ ପ୍ରଶାସନ ବିଫଳ -ଦଳାଚକଟାରେ...

Read more

ଓଡ଼ିଶାବାସୀଙ୍କ ଭରସା ଓ ବିଶ୍ୱାସ ଲାଭ କରିଛି କଳିଙ୍ଗ ଟିଭି

July 15, 2026

ଏସଆଇଆର ପ୍ରକ୍ରିୟା ନେଇ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଅଭିଯୋଗ ପତ୍ର ପ୍ରଦାନ

July 15, 2026

ଡିଜିଟାଲ ହୁଣ୍ଡି ସମର୍ପଣର ଶୁଭାରମ୍ଭ

July 15, 2026

ଏକ ନ୍ୟାୟପୂର୍ଣ୍ଣ ଓ ଆତ୍ମନିର୍ଭରଶୀଳ ସମାଜ ଗଠନ ଉତ୍କଳମଣିଙ୍କ ଲକ୍ଷ୍ୟ ଥିଲା-ରାଜ୍ୟପାଳ

July 14, 2026

ସିଏଜି–ଆଇସିଏସଏସଆର କୋଲୋକ୍ୱିୟମ

July 14, 2026

Contact
Editor – Rabipriya Dash
Mob: 9437186052
Email – info@sankhiptakhabar.com / rabipriyadash@gmail.com

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports

Archives

  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024

Categories

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports
  • About
  • Contact

© 2024 www.sankhiptakhabar.com

No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More

© 2024 www.sankhiptakhabar.com