• About
  • Contact
Saturday, July 18, 2026
Sankhipta Khabar
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
Sankhipta Khabar
No Result
View All Result
Home Governance

ପବିତ୍ର ନୂଆଁଖାଇ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

Share on FacebookShare on TwitterShare on Whatsapp

ଭୁବନେଶ୍ୱର :୨୮ ଅଗଷ୍ଟ ୨୦୨୫-ପବିତ୍ର ନୂଆଁଖାଇ ଅବସରରେ ଜୟ ଜଗନ୍ନାଥ ଓ ଜୟ ମାଁ ସମ୍‌ଲେଇଙ୍କ ଆଶୀର୍ବାଦ ନେଇ ସମସ୍ତଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝି “ସମ୍‌କୁ ମୋର ନୂଆଁଖାଇ ଜୁହାର୍” ଜଣାଇଛନ୍ତି। ଓଡ଼ିଶାର ମହାନ୍ କୃଷିଭିତ୍ତିକ ଗଣ ପର୍ବ ନୂଆଁଖାଇର ଶୁଭ ଅବସରରେ ସମସ୍ତ ରାଜ୍ୟବାସୀଙ୍କୁ ସେ ଅନେକ ଅନେକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଆମର୍ ମହାନ୍ ସଂସ୍କୃତି ଆଉର୍ ପରମ୍ପରା ର ବାର୍ତ୍ତା ବାହକ୍ ଆଏ ଇ ନୂଆଁଖାଇ ତିହାର୍।

ପରିବାର୍‌ ର ସଦସ୍ୟ ମାନେ ଦେଶ୍ ବିଦେଶର ଯେନୁ ଭି ଥିଲେ ଇ ତିହାର୍ ଲାଗି ନିଜର୍ ନିଜର୍ ଗାଁ କେ ଘର୍ କେ ଫିର୍ଶନ। ପରିବାର୍ ର ସଭେ ଏକ୍ ହେଇ କରି ମିଶିକରି ନୂଆଁ ଖାଏସନ୍। ମୁନୁଷ୍ ମୁନୁଷ୍ ଭିତରେ ସ୍ନେହ, ପ୍ରେମ୍, ଶ୍ରଦ୍ଧା, ସମ୍ମାନ୍ ର ଆଦାନ୍ ପ୍ରଦାନ୍ ଆର୍ ଭାଇଚାରା କେ ନେଇ କରି ଆଇସି ଆମର୍ ଇ ପରବ୍ ନୂଆଁଖାଇ । ଆମର୍ ପରମ୍ପରାରେ ନୂଆଁଖାଇର ଯେତ୍‌କି ମହତ୍ତ୍ଵ ଅଛେ ସେତ୍‌କି ମହତ୍ତ୍ଵ ନୂଆଁଖାଇ ଭେଟଘାଟ୍ ର ଭି ଅଛେ । ନୂଆଁ ଖାଇ ସାର୍ଲା ପରେ ସଭେ ସବ୍‌କୁ ଭେଟ୍ ହେବାର, ବଡ୍ମାନଙ୍କୁ ନୂଆଁଖାଇ ଜୁହାର କର୍ବାର, ସମକର୍ ଭିତରେ ଭାବ୍ ପ୍ରେମ୍ ର ଆଦାନ୍ ପ୍ରଦାନ୍ କର୍ବାର୍ ଆର୍ ନାଚ୍ ଗୀତ୍ ଖାନା ପିନା ମୌଜ ମଜ୍ଲିସ କର୍ବାର ଇ ନୂଆଁଖାଇ ଭେଟଘାଟ୍ ର ଗୁଟେ ନିଆରା ପରମ୍ପରା ଆଏ।
୨୦୩୬ ତକ୍ ବିକଶିତ ଓଡ଼ିଶା ଆଉ ୨୦୪୭ ତକ୍ ବିକ୍‌ଶିତ୍‌ ଭାରତ ଗଠନ୍ ଲାଗି ସମସ୍ତେ ନିଜର୍ ନିଜର୍ ଦାୟିତ୍ୱ ଗ୍ରହଣ କରି ନିଜର୍ ନିଜର୍ କର୍ତ୍ତବ୍ୟ ପାଲନ୍ କରୁନ୍ ବୋଲି ଆଜି ଇ ଶୁଭ୍ ଦିନ୍ ରେ ଛାତ୍ର ଛାତ୍ରୀ ଯୁବକ୍ ଯୁବତୀ ଶ୍ରମିକ୍ କିଶାନ୍ ଜୱାନ୍ ସମ୍‌କୁ ଅନୁରୋଧ୍ କରୁଛେଁ । ନୂଆଁଖାଇ ସମସ୍ତଙ୍କର ଜୀବନ ରେ ନୂଆଁ ଆଶା ସଞ୍ଚାରିତ କରୁ । ମାଁ ସମଲେଇ, ମହାପ୍ରଭୂ ଶ୍ରୀଜଗନ୍ନାଥ୍ ସମସ୍ତଙ୍କର୍ ଜୀବନ ଥି ହସ୍ ଖୁସି ସୁଖ୍ ଶାନ୍ତି ଉନ୍ନତୀ ପ୍ରଗତି ସଫଳତା ଭରି ଦେଉଁନ୍ ବୋଲି ପ୍ରାର୍ଥନା କରୁଛେଁ ।

ସଂକ୍ଷିପ୍ତ ଖବର

ସଂକ୍ଷିପ୍ତ ଖବର

Related Posts

Governance

ରଥଯାତ୍ରା-କେଉଁଟି ସତ ?

by ସଂକ୍ଷିପ୍ତ ଖବର
July 17, 2026

-ସୁରୁଖୁରୁରେ ଅନୁଷ୍ଠିତ ହେଲା ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା - ୨ଜଣଙ୍କ ମୃତ୍ୟୁ, ଶତାଧିକ ଆହତ -କର୍ଡ଼ନ ପାସ ବଣ୍ଟନରେ ବିଭ୍ରାଟ -ଭିଡ଼ ନିୟନ୍ତ୍ରଣରେ ପ୍ରଶାସନ ବିଫଳ -ଦଳାଚକଟାରେ...

Read more

ଓଡ଼ିଶାବାସୀଙ୍କ ଭରସା ଓ ବିଶ୍ୱାସ ଲାଭ କରିଛି କଳିଙ୍ଗ ଟିଭି

July 15, 2026

ଏସଆଇଆର ପ୍ରକ୍ରିୟା ନେଇ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଅଭିଯୋଗ ପତ୍ର ପ୍ରଦାନ

July 15, 2026

ଡିଜିଟାଲ ହୁଣ୍ଡି ସମର୍ପଣର ଶୁଭାରମ୍ଭ

July 15, 2026

ଏକ ନ୍ୟାୟପୂର୍ଣ୍ଣ ଓ ଆତ୍ମନିର୍ଭରଶୀଳ ସମାଜ ଗଠନ ଉତ୍କଳମଣିଙ୍କ ଲକ୍ଷ୍ୟ ଥିଲା-ରାଜ୍ୟପାଳ

July 14, 2026

ସିଏଜି–ଆଇସିଏସଏସଆର କୋଲୋକ୍ୱିୟମ

July 14, 2026

Contact
Editor – Rabipriya Dash
Mob: 9437186052
Email – info@sankhiptakhabar.com / rabipriyadash@gmail.com

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports

Archives

  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024

Categories

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports
  • About
  • Contact

© 2024 www.sankhiptakhabar.com

No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More

© 2024 www.sankhiptakhabar.com