• About
  • Contact
Thursday, June 19, 2025
Sankhipta Khabar
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
Sankhipta Khabar
No Result
View All Result
Home Governance

ଓଡ଼ିଶା ରାଜ୍ୟ ଅର୍ଥ କମିଶନର ୱେବସାଇଟ୍ ଉନ୍ମୋଚିତ

Share on FacebookShare on TwitterShare on Whatsapp

ମୁଖ୍ୟମନ୍ତ୍ରୀଙ୍କ ସହ ରାଜ୍ୟ ଅର୍ଥ କମିଶନର ଅଧ୍ୟକ୍ଷ ଓ ସଦସ୍ୟଙ୍କ ସୌଜନ୍ୟମୂଳକ ସାକ୍ଷାତ

ଭୁବନେଶ୍ୱର:16/6-ଷଷ୍ଠ ରାଜ୍ୟ ଅର୍ଥ କମିଶନର ଅଧ୍ୟକ୍ଷ ଡକ୍ଟର ଅରୁଣ କୁମାର ପଣ୍ଡା, ସଦସ୍ୟ ପ୍ରଫେସର ଅସିତ ରଞ୍ଜନ ମହାନ୍ତି, ପ୍ରଫେସର ଅମରେଶ ସାମନ୍ତରାୟ, ଡକ୍ଟର ବିଭୁ ପ୍ରସାଦ ନାୟକ, କମିଶନର ସଦସ୍ୟ ସଚିବ ଡକ୍ଟର ସତ୍ୟ ପ୍ରିୟ ରଥ ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରି ରାଜ୍ୟର ସ୍ଥାନୀୟ ନିକାୟ ସଂସ୍ଥାଗୁଡ଼ିକୁ ସଶକ୍ତ କରିବା ପାଇଁ ତାଙ୍କର ପରାମର୍ଶ ଲୋଡ଼ିଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଓଡ଼ିଶା ରାଜ୍ୟ ଅର୍ଥ କମିଶନର ୱେବସାଇଟ୍ (https://sfc.odisha.gov.in) ଉନ୍ମୋଚନ କରିଛନ୍ତି । ଏହି ୱେବସାଇଟ୍ ନିର୍ବାଚିତ ପ୍ରତିନିଧି, ଗ୍ରାମ ପଞ୍ଚାୟତ, ପଞ୍ଚାୟତ ସମିତି, ଜିଲ୍ଲା ପରିଷଦ, ନଗର ନିଗମ, ପୌରପାଳିକା, ବିଜ୍ଞାପିତ ଅଞ୍ଚଳ ପରିଷଦ, ବୁଦ୍ଧିଜୀବୀ, ବିଶ୍ୱବିଦ୍ୟାଳୟ ଏବଂ ଗବେଷଣା ସଂଗଠନ, ସାମାଜିକ ସଂଗଠନ ଏବଂ ବ୍ୟକ୍ତିବିଶେଷଙ୍କଠାରୁ ପରାମର୍ଶ / ମତାମତ ଆହ୍ଵାନ କରିବା ପାଇଁ ବିକଶିତ କରାଯାଇଛି । ଏହି ୱେବସାଇଟ୍ ରେ ଜନସାଧାରଣଙ୍କ ସୂଚନା ପାଇଁ ପୂର୍ବ ଏବଂ ବର୍ତ୍ତମାନର ରାଜ୍ୟ ଅର୍ଥ କମିଶନ, ଅଧ୍ୟୟନ ରିପୋର୍ଟ, ପୂର୍ବ ରାଜ୍ୟ ଅର୍ଥ କମିଶନର ରିପୋର୍ଟ ଇତ୍ୟାଦିର ବିବରଣୀ ମଧ୍ୟ ରହିଛି।

ସୂଚନାଯୋଗ୍ୟ ଯେ ରାଜ୍ୟପାଳ, ଭାରତୀୟ ସମ୍ବିଧାନର ଧାରା 243-I ଏବଂ ଧାରା 243-Y ଅନୁଯାୟୀ, ଡକ୍ଟର ଅରୁଣ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଷଷ୍ଠ ରାଜ୍ୟ ଅର୍ଥ କମିଶନ ଗଠନ କରିଛନ୍ତି, ଯାହା ୧ ଏପ୍ରିଲ, ୨୦୨୬ ଠାରୁ ୫ ବର୍ଷ ପାଇଁ ରାଜ୍ୟ ସରକାରଙ୍କଠାରୁ ସ୍ଥାନୀୟ ନିକାୟ ସଂସ୍ଥା (ଗ୍ରାମପଞ୍ଚାୟତ, ପଞ୍ଚାୟତ ସମିତି, ଜିଲ୍ଲା ପରିଷଦ, ନଗର ନିଗମ, ପୌରପାଳିକା, ବିଜ୍ଞାପିତ ଅଞ୍ଚଳ ପରିଷଦ)ଗୁଡିକୁ ସମ୍ବଳ ହସ୍ତାନ୍ତର ପାଇଁ ସୁପାରିଶ କରିବେ।

ସଂକ୍ଷିପ୍ତ ଖବର

ସଂକ୍ଷିପ୍ତ ଖବର

Related Posts

Governance

FURTHER UPDATE ON DHIMAN CHAKMA, IAS 2021 BATCH

by ସଂକ୍ଷିପ୍ତ ଖବର
June 18, 2025

Bhubaneswar:18/6-Following arrest of Sri Dhiman Chakma, IAS (2021 batch), Sub-Collector, Dharamgarh, Dist-Kalahandi on 09.06.2025 by Odisha Vigilance in a Trap...

Read more

ACCUSED ARRESTED BY CRIME BRANCH FOR POSTING DOCTORED VIDEO OF ODISHA CM IN SOCIAL MEDIA

June 18, 2025

ଗୋପାଳପୁର ଘଟଣାରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ

June 18, 2025

SUB INSPECTOR OF EXCISE NABBED BY VIGILANCE

June 17, 2025

ପାଞ୍ଚଟି ବିଭାଗରେ ୯୬୪ ଜଣଙ୍କୁ ନିଯୁକ୍ତି

June 16, 2025

ନ୍ୟାୟ ବିଳମ୍ବିତ

June 15, 2025

Contact
Editor – Rabipriya Dash
Mob: 9437186052
Email – info@sankhiptakhabar.com / rabipriyadash@gmail.com

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024

Categories

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports
  • About
  • Contact

© 2024 www.sankhiptakhabar.com

No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More

© 2024 www.sankhiptakhabar.com