• About
  • Contact
Tuesday, June 2, 2026
Sankhipta Khabar
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
Sankhipta Khabar
No Result
View All Result
Home Governance

ଓଡ଼ିଶାର ପ୍ରଥମ ବିଜେପି ବିଧାୟକଙ୍କ ପରଲୋକ

ଓଡ଼ିଶାର ପ୍ରଥମ ବିଜେପି ବିଧାୟକଙ୍କ ପରଲୋକ
Share on FacebookShare on TwitterShare on Whatsapp

ଭୁବନେଶ୍ୱର:30/5-କାମାକ୍ଷାନଗରର ପୂର୍ବତନ ବିଧାୟକ ତଥା ଓଡ଼ିଶାର ପ୍ରଥମ ବିଜେପି ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା। ସେ ଦୀର୍ଘ ଦିନରୁ ଅସୁସ୍ଥ ଥିଲେ। ତାଙ୍କର ଚିକିତ୍ସା ଜାରି ରହିଥିଲା। ଗତକାଲି ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ବିଳମ୍ବିତ ରାତିରେ ତାଙ୍କର ପରଲୋକ ଘଟିଥିଲା।ସେ ତିନିଥର କାମାକ୍ଷାନଗରରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ।

ତାଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହିତ ତାଙ୍କ ପରିବାର ଲୋକଙ୍କୁ ସମବେଦନା ଜଣାଇଛନ୍ତି।ଓଡିଶା ବିଧାନସଭା ପରିସରରେ ବାଚସ୍ପତି ସୁରମା ପାଢ଼ୀ ପୂର୍ବତନ ବିଧାୟକ ପ୍ରସନ୍ନ କୁମାର ପଟ୍ଟନାୟକଙ୍କୁ ଅନ୍ତିମ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।

ସଂକ୍ଷିପ୍ତ ଖବର

ସଂକ୍ଷିପ୍ତ ଖବର

Related Posts

Governance

ପୁରୀରେ ହେବ ବିପର୍ଯ୍ୟୟ ବିପଦ ହ୍ରାସ ଗୋଷ୍ଠୀ ବୈଠକ

by ସଂକ୍ଷିପ୍ତ ଖବର
June 2, 2026

ଭୁବନେଶ୍ୱର:୧/୬-ଆସନ୍ତା ୩ ତାରିଖରୁ ୫ ୫ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ପୁରୀଠାରେ ଅନୁଷ୍ଠିତ ହେବ ବ୍ରିକ୍ସ ବିପର୍ଯ୍ୟୟ ବିପଦ ହ୍ରାସ କାର୍ଯ୍ୟଗୋଷ୍ଠୀର ଦ୍ୱିତୀୟ ବୈଷୟିକ ବୈଠକ। ଏପରି...

Read more

ପ୍ରତିଯୋଗିତାମୂଳକ ବିଶ୍ୱବିଦ୍ୟାଳୟ ଗଠନ ପାଇଁ ରାଜ୍ୟପାଳଙ୍କ ଆହ୍ୱାନ

May 31, 2026

ଶ୍ରୀଜଗନ୍ନାଥଙ୍କ ଜମିର ସମାଧାନ ନା ପ୍ରହସନ !

May 29, 2026

ପାରାଦୀପରେ ମେଗା ଷ୍ଟିଲ ପ୍ଲାଣ୍ଟର ଶିଳାନ୍ୟାସ

May 27, 2026

ରାଜ୍ୟସଭାରୁ ଦେବାଶିଷଙ୍କ ଇସ୍ତଫା

May 26, 2026

ରାଜ୍ୟ ସଂଗ୍ରହାଳୟରେ ଇଣ୍ଟର୍ନସିପ୍ କରୁଛନ୍ତି ୨୦୦ ଛାତ୍ରଛାତ୍ରୀ

May 26, 2026

Contact
Editor – Rabipriya Dash
Mob: 9437186052
Email – info@sankhiptakhabar.com / rabipriyadash@gmail.com

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports

Archives

  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024

Categories

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports
  • About
  • Contact

© 2024 www.sankhiptakhabar.com

No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More

© 2024 www.sankhiptakhabar.com