ଭୁବନେଶ୍ୱର:26/12/2024-ଭାରତବର୍ଷର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ପରଲୋକ ଘଟିଛି। ୯୨ ବର୍ଷରେ ସେ ଇହଲୀଳା ସମ୍ବରଣ କରିଛନ୍ତି। ଆଜି ସନ୍ଧ୍ୟାରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଉଦ୍ବେଗଜନକ ହେବାରୁ ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଥିଲା। ରାତି ୯.୫୧ ମିନିଟରେ ତାଙ୍କର ଦେହାନ୍ତ ହୋଇଛି ।
ପୁରୀରେ ହେବ ବିପର୍ଯ୍ୟୟ ବିପଦ ହ୍ରାସ ଗୋଷ୍ଠୀ ବୈଠକ
ଭୁବନେଶ୍ୱର:୧/୬-ଆସନ୍ତା ୩ ତାରିଖରୁ ୫ ୫ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ପୁରୀଠାରେ ଅନୁଷ୍ଠିତ ହେବ ବ୍ରିକ୍ସ ବିପର୍ଯ୍ୟୟ ବିପଦ ହ୍ରାସ କାର୍ଯ୍ୟଗୋଷ୍ଠୀର ଦ୍ୱିତୀୟ ବୈଷୟିକ ବୈଠକ। ଏପରି...
Read more
