• About
  • Contact
Saturday, July 18, 2026
Sankhipta Khabar
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
Sankhipta Khabar
No Result
View All Result
Home Governance

ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ତାଲିକାର ୮ ନମ୍ବରରେ ମୋହନ

Share on FacebookShare on TwitterShare on Whatsapp

ଭୁବନେଶ୍ୱର :୩୦/୮- ଲୋକପ୍ରିୟ ମୁଖ୍ୟମନ୍ତ୍ରୀଙ୍କ ତାଲିକାର ଆଠ ନମ୍ବରରେ ରହିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଇଣ୍ଡିଆ ଟୁଡେ ମୁଡ ଅଫ ଦି ନେସନ ପୋଲରେ ସେ ଏହି ସ୍ଥାନ ଅଧିକାର କରିଛନ୍ତି। ନିଜ ରାଜ୍ୟର ୩୪.୨ ପ୍ରତିଶତ ଲୋକ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ କାର‌୍ୟ୍ୟକୁ ସମର୍ଥନ କରିଛନ୍ତି । ତାଲିକାରେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ୭ନମ୍ବରରେ ଥିବାବେଳେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ୯ ନମ୍ବର ସ୍ଥାନରେ ଅଛନ୍ତି।

ଇଣ୍ଡିଆ ଟୁଡେର ସର୍ଭେରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନାମ ଶ୍ରେଷ୍ଠ ୧୦ଜଣ ମୁଖ୍ୟମନ୍ତ୍ରୀଙ୍କ ଭିତରେ ରହିଛି । ତାଲିକାର ୧ ନମ୍ବରରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ଵଶର୍ମା ଥିବାବେଳେ ୨ ନମ୍ବରରେ ଛତିଶଗଡ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ ଅଛନ୍ତି। ୩ ନମ୍ବରରେ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ, ୪ ନମ୍ବରରେ ଭୂପେନ୍ଦ୍ର ପଟେଲ , ୫ ନମ୍ବରରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ୬ ନମ୍ବରରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ ଏବଂ ୧୦ ନମ୍ବରରେ ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗବନ୍ତ ସିଂ ମାନ ଅଛନ୍ତି।

ସଂକ୍ଷିପ୍ତ ଖବର

ସଂକ୍ଷିପ୍ତ ଖବର

Related Posts

Governance

ରଥଯାତ୍ରା-କେଉଁଟି ସତ ?

by ସଂକ୍ଷିପ୍ତ ଖବର
July 17, 2026

-ସୁରୁଖୁରୁରେ ଅନୁଷ୍ଠିତ ହେଲା ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା - ୨ଜଣଙ୍କ ମୃତ୍ୟୁ, ଶତାଧିକ ଆହତ -କର୍ଡ଼ନ ପାସ ବଣ୍ଟନରେ ବିଭ୍ରାଟ -ଭିଡ଼ ନିୟନ୍ତ୍ରଣରେ ପ୍ରଶାସନ ବିଫଳ -ଦଳାଚକଟାରେ...

Read more

ଓଡ଼ିଶାବାସୀଙ୍କ ଭରସା ଓ ବିଶ୍ୱାସ ଲାଭ କରିଛି କଳିଙ୍ଗ ଟିଭି

July 15, 2026

ଏସଆଇଆର ପ୍ରକ୍ରିୟା ନେଇ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଅଭିଯୋଗ ପତ୍ର ପ୍ରଦାନ

July 15, 2026

ଡିଜିଟାଲ ହୁଣ୍ଡି ସମର୍ପଣର ଶୁଭାରମ୍ଭ

July 15, 2026

ଏକ ନ୍ୟାୟପୂର୍ଣ୍ଣ ଓ ଆତ୍ମନିର୍ଭରଶୀଳ ସମାଜ ଗଠନ ଉତ୍କଳମଣିଙ୍କ ଲକ୍ଷ୍ୟ ଥିଲା-ରାଜ୍ୟପାଳ

July 14, 2026

ସିଏଜି–ଆଇସିଏସଏସଆର କୋଲୋକ୍ୱିୟମ

July 14, 2026

Contact
Editor – Rabipriya Dash
Mob: 9437186052
Email – info@sankhiptakhabar.com / rabipriyadash@gmail.com

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports

Archives

  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024

Categories

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports
  • About
  • Contact

© 2024 www.sankhiptakhabar.com

No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More

© 2024 www.sankhiptakhabar.com