ଭୁବନେଶ୍ୱର: ୦୧ .୧୧. ୨୦୨୪
ଆସନ୍ତା ନଭେମ୍ବର ୪ ତାରିଖ ଏବଂ ନଭେମ୍ବର ୧୧ତାରିଖ ଉଭୟ ସୋମବାର ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ମାଧ୍ୟମରେ ଜଣାଇ ଦିଆଯିବ । ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ପ୍ରଦାନ କରାଯାଇଛି ।
ସହରୀ ଯୋଜନା କ୍ଷମତାର ସୁଦୃଢ଼ୀକରଣ ପାଇଁ ଉଚ୍ଚସ୍ତରୀୟ ପରାମର୍ଶ ବୈଠକ
ସହରୀ ବିକାଶ ପରିଚାଳନା ପାଇଁ ନାହାନ୍ତି ଆବଶ୍ୟକ ଟାଉନ ପ୍ଲାନର ଭୁବନେଶ୍ୱର:୨/୬-ଓଡ଼ିଶାର ଦ୍ରୁତ ବିକାଶଶୀଳ ସହରୀ ପରିଦୃଶ୍ୟକୁ ଦୃଷ୍ଟିରେ ରଖି ରାଜ୍ୟର ସହରୀ ଯୋଜନା ବ୍ୟବସ୍ଥାକୁ...
Read more