• About
  • Contact
Saturday, July 18, 2026
Sankhipta Khabar
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
Sankhipta Khabar
No Result
View All Result
Home Governance

ପ୍ରିମିୟମ ପେଟ୍ରୋଲ ମୂଲ୍ୟ ବୃଦ୍ଧି

Share on FacebookShare on TwitterShare on Whatsapp

ଭୁବନେଶ୍ୱର:୨୦/୩-ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁଁ ବିଶ୍ୱ ବଜାରରେ ଗ୍ୟାସ ଓ ତୈଲ ଯୋଗାଣ ବାଧାପ୍ରାପ୍ତ ହୋଇଛି। ରନ୍ଧନ ଗ୍ୟାସର ମୂଲ୍ୟବୃଦ୍ଧି ପରେ ଏହା ଉପରେ କଟକଣା ଯୋଗୁଁ ଏବେ ଗ୍ୟାସ ପାଇଁ ଲୋକେ ନାହିଁ ନଥିବା ଦୁର୍ଦ୍ଦଶା ଭୋଗୁଛନ୍ତି। ଶୁକ୍ରବାର ଭାରତରେ ପେଟ୍ରୋଲ ମହଙ୍ଗା ହୋଇଛି। ପ୍ରିମିୟମ ପେଟ୍ରୋଲ ଲିଟର ପିଛା ୨ ଟଙ୍କା ୩୫ ପର୍ଯ୍ୟନ୍ତ ବୃଦ୍ଧି ପାଇଛି।

ଭାରତର ପ୍ରମୁଖ ତୈଲ କମ୍ପାନୀଗୁଡ଼ିକ ପ୍ରିମିୟମ ପେଟ୍ରୋଲର ଦର ଲିଟର ପିଛା ୨ ଟଙ୍କା ୦୯ ପଇସାରୁ ୨ ଟଙ୍କା ୩୫ ପଇସା ପର୍ଯ୍ୟନ୍ତ ବଢ଼ାଇଛନ୍ତି। ସାଧାରଣ ପେଟ୍ରୋଲ ଅପରିବର୍ତ୍ତିତ ରହିଛି। ବର୍ତ୍ତମାନ ପାଇଁ କେବଳ ପ୍ରିମିୟମ୍ ପେଟ୍ରୋଲ ଦର ବଢ଼ିଛି। ସାଧାରଣ ପେଟ୍ରୋଲ ଦରରେ କୌଣସି ପରିବର୍ତ୍ତନ କରାଯାଇ ନାହିଁ। ଗତ ଫେବୃୟାରୀ୨୮ରେ ଆମେରିକା-ଇସ୍ରାଏଲର ଇରାନ ଉପରେ ଆକ୍ରମଣ ପରେ ସାରା ଗଲ୍ଫ ଅଞ୍ଚଳରେ ଯୁଦ୍ଧ ଜାରି ରହିଛି। ବିଶ୍ୱର ପ୍ରାୟ ୨୦% ତେଲ ପରିବହନ ହେଉଥିବା ‘ଷ୍ଟ୍ରେଟ ଅଫ ହର୍ମୁଜ’ ପଥ ପ୍ରାୟତଃ ବନ୍ଦ ହୋଇଯାଇଥିବାରୁ ଏଭଳି ସ୍ଥିତି ଉପୁଜିଛି।

ସଂକ୍ଷିପ୍ତ ଖବର

ସଂକ୍ଷିପ୍ତ ଖବର

Related Posts

Governance

ରଥଯାତ୍ରା-କେଉଁଟି ସତ ?

by ସଂକ୍ଷିପ୍ତ ଖବର
July 17, 2026

-ସୁରୁଖୁରୁରେ ଅନୁଷ୍ଠିତ ହେଲା ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା - ୨ଜଣଙ୍କ ମୃତ୍ୟୁ, ଶତାଧିକ ଆହତ -କର୍ଡ଼ନ ପାସ ବଣ୍ଟନରେ ବିଭ୍ରାଟ -ଭିଡ଼ ନିୟନ୍ତ୍ରଣରେ ପ୍ରଶାସନ ବିଫଳ -ଦଳାଚକଟାରେ...

Read more

ଓଡ଼ିଶାବାସୀଙ୍କ ଭରସା ଓ ବିଶ୍ୱାସ ଲାଭ କରିଛି କଳିଙ୍ଗ ଟିଭି

July 15, 2026

ଏସଆଇଆର ପ୍ରକ୍ରିୟା ନେଇ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଅଭିଯୋଗ ପତ୍ର ପ୍ରଦାନ

July 15, 2026

ଡିଜିଟାଲ ହୁଣ୍ଡି ସମର୍ପଣର ଶୁଭାରମ୍ଭ

July 15, 2026

ଏକ ନ୍ୟାୟପୂର୍ଣ୍ଣ ଓ ଆତ୍ମନିର୍ଭରଶୀଳ ସମାଜ ଗଠନ ଉତ୍କଳମଣିଙ୍କ ଲକ୍ଷ୍ୟ ଥିଲା-ରାଜ୍ୟପାଳ

July 14, 2026

ସିଏଜି–ଆଇସିଏସଏସଆର କୋଲୋକ୍ୱିୟମ

July 14, 2026

Contact
Editor – Rabipriya Dash
Mob: 9437186052
Email – info@sankhiptakhabar.com / rabipriyadash@gmail.com

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports

Archives

  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024

Categories

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports
  • About
  • Contact

© 2024 www.sankhiptakhabar.com

No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More

© 2024 www.sankhiptakhabar.com