• About
  • Contact
Wednesday, June 24, 2026
Sankhipta Khabar
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
Sankhipta Khabar
No Result
View All Result
Home Governance

ଶ୍ୱେତଗଙ୍ଗାରେ ପିଣ୍ଡଦାନ କରି ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି

Share on FacebookShare on TwitterShare on Whatsapp

ଭୁବନେଶ୍ୱର:୪/୨-ଶ୍ରୀକ୍ଷେତ୍ର ପୁରୀରେ ପହଞ୍ôଚ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶ୍ୱେତଗଙ୍ଗାରେ ପିଣ୍ଡଦାନ ପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ଦର୍ଶନ କରିଛନ୍ତି। କନ ମହାପ୍ରଭୁଙ୍କୁ ଦର୍ଶନ କରି ଗର୍ଭଗୃହରୁ ବାହାରିବା ପରେ ବାଇଶି ପାହାଚରେ କିଛି ସମୟ ବସିଥିଲେ। ମୁକ୍ତି ମଣ୍ଡପ ପଣ୍ଡିତଙ୍କ ଆଶୀର୍ବାଦ ନେଇ ମହାଲକ୍ଷ୍ମୀଙ୍କ ସହ ବିମଳାଙ୍କ ଦର୍ଶନ କରିଥିଲେ। ବଡ଼ ଦାଣ୍ଡରେ ଚାଲି ଚାଲି ଯାଇଥିଲେ। ପ୍ରାୟ ୪୫ ମିନିଟ ଧରି ଶ୍ରୀମନ୍ଦିରରେ ରହିଥିଲେ ରାଷ୍ଟ୍ରପତି।


ରାଷ୍ଟ୍ରପତିଙ୍କ ଆଗମନକୁ ଦୃଷ୍ଟିରେ ରଖି ସର୍ବସାଧାରଣଙ୍କ ଦର୍ଶର୍ନ ବନ୍ଦ ରଖାଯାଇଥିଲା। ମହାପ୍ରଭୁଙ୍କୁ ଦର୍ଶନ ପୂର୍ବରୁ ପ୍ରଥମେ ଶ୍ୱେତଗଙ୍ଗାରେ ପିତୃପୁରୁଷଙ୍କୁ ପିଣ୍ଡଦାନ କରିଥିଲେ ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତିଙ୍କ ସହ ଗଜପତି ଦିବ୍ୟସିଂହ ଦେବ, ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଓ ଉପ ମୁଖ୍ୟମନ୍ତ୍ରୀ ଉପସ୍ଥିତ ଥିଲେ।

ପରେ ସେ ରାଇରଙ୍ଗପୁର ଠାରେ ଅବକାଶ ଗୃହର ଉଦଘାଟନ କରିବା ସହ ମୟୂରଭଞ୍ଜ ଜିଲ୍ଲା ମହୁଲଡିହା ସରକାରୀ ଏସଏସଡି ମାଧ୍ୟମିକ ବିଦ୍ୟ୍ୟାଳୟ ପରିସରରେ ଭଞ୍ଜବୀର ସୁନାରାମ ସୋରେନଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରିଥିଲେ। ରାଇରଙ୍ଗପୁର ଠାରେ ସେ ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ମଧ୍ୟ ଉଦଘାଟନ ଓ ଭିତ୍ତି ପ୍ରସ୍ତର ସ୍ଥାପନ କରିଥିଲେ। ରାଷ୍ଟ୍ରପତିଙ୍କୁ ତାଙ୍କ ରାଇରଙ୍ଗପୁର ବାସଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସପତ୍ନୀକ ଭେଟିଥିଲେ।

ସଂକ୍ଷିପ୍ତ ଖବର

ସଂକ୍ଷିପ୍ତ ଖବର

Related Posts

Governance

୯୧୧ ଆଶ୍ରୟସ୍ଥଳୀର ରକ୍ଷଣାବେକ୍ଷଣ ପାଇଁ ମିଳିବ ୬ ଲକ୍ଷ ଟଙ୍କା ଲେଖାଏଁ ପାଣ୍ଠି

by ସଂକ୍ଷିପ୍ତ ଖବର
June 22, 2026

-ସୋସିଆଲ ମିଡିଆ ମାଧ୍ୟମରେ ମୋବାଇଲରେ ମିଳିବ ସଠିକ ସୂଚନା ଭୁବନେଶ୍ୱର:୨୨/୬-ରାଜ୍ୟରେ ଆଗାମୀ ପ୍ରାକୃତିକ ବିପର୍ଯ୍ୟୟର ସଫଳ ମୁକାବିଲା ଓ ପ୍ରାକ୍‌-ପ୍ରସ୍ତୁତି ନିମନ୍ତେ ‘ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି...

Read more

ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ରାଇରଙ୍ଗପୁରରେ ୪୮ହଜାର କୋଟିର ପ୍ରକଳ୍ପ ଉଦଘାଟନ ଏବଂ ଶିଳାନ୍ୟାସ

June 20, 2026

ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିର ଗତି, ପ୍ରଗତି ଓ ସମୃଦ୍ଧି!

June 19, 2026

ଆପାର୍ଟମେଣ୍ଟ ପଞ୍ଜୀକରଣ ପାଇଁ ସରକାରଙ୍କ ନୂତନ ଏସ୍‌ଓପି ଜାରି

June 19, 2026

ଖୁବଶୀଘ୍ର ସାମ୍ବାଦିକଙ୍କୁ ପେନସନ ଦେବେ ରାଜ୍ୟ ସରକାର

June 12, 2026

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ତଦନ୍ତ କମିସନ ରିପୋର୍ଟ ଗାଏବ

June 11, 2026

Contact
Editor – Rabipriya Dash
Mob: 9437186052
Email – info@sankhiptakhabar.com / rabipriyadash@gmail.com

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports

Archives

  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024

Categories

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports
  • About
  • Contact

© 2024 www.sankhiptakhabar.com

No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More

© 2024 www.sankhiptakhabar.com