ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ୨୦୨୫ ସାଧାରଣତନ୍ତ୍ର ଦିବସ ୨୦୨୫ ଅବସରରେ ଲୋକସେବା ଭବନ Convention Center ଠାରେ ଆୟୋଜିତ ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସଵରେ ରାଜ୍ୟପାଳ ଡ. ହରିବାବୁ କମ୍ଭମ୍ ପାଟି ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସାଧାରଣତନ୍ତ୍ର ଦିବସ ଅବସରରେ କଟକର ବିଡାନାସୀ ମିନି ଷ୍ଟାଡିୟମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୁଲ୍ୟ ରେ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଭୁବନେଶ୍ୱର ରବୀନ୍ଦ୍ର ମଣ୍ଡପ ଠାରେ ଆୟୋଜିତ ଦେଶାତ୍ମବୋଧକ ସଙ୍ଗୀତ କାର୍ଯ୍ୟକ୍ରମ 'ଭାରତୀୟମ୍ ' ରେ ମୁଖ୍ୟମନ୍ତ୍ରୀ