
ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାତ୍ୟା ମୋନ୍ଥାର ପ୍ରଭାବ ଓ ପ୍ରସ୍ତୁତି ସଂପର୍କରେ ସମୀକ୍ଷା କରିଛନ୍ତି ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ ନିୟନ୍ତ୍ରଣ କକ୍ଷ ପରିଦର୍ଶନ କରି ବାତ୍ୟା ମୋନ୍ଥା ପାଇଁ ପ୍ରସ୍ତୁତି ସମ୍ପର୍କରେ ଅନୁଧ୍ୟାନ କରିବା ସହ ଆଲୋଚନା କରିଥିଲେ।

ରାଜ୍ୟସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।