• About
  • Contact
Saturday, July 18, 2026
Sankhipta Khabar
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
Sankhipta Khabar
No Result
View All Result
Home Governance

ସମାଜସେବୀ ବୈକୁଣ୍ଠନାଥ ମାର୍ଥାଙ୍କ ପରଲୋକ

Share on FacebookShare on TwitterShare on Whatsapp

ଭୁବନେଶ୍ୱର:୧୫/୧୦-ଓଡ଼ିଶା ସଚିବାଳୟ ସେବାର ଅବସରପ୍ରାପ୍ତ କର୍ମଚାରୀ, ଜଣାଶୁଣା ସମାଜସେବୀ, ସ୍ୱେଚ୍ଛାସେବୀ ସଂଗଠନ ଭୈରବୀ କ୍ଲବର ପ୍ରମୁଖ କାର୍ଯ୍ୟକର୍ତ୍ତା ଏବଂ ନରଣଗଡ଼ ପଞ୍ଚାୟତର ପୂର୍ବତନ ସରପଞ୍ଚ ବୈକୁଣ୍ଠନାଥ ମାର୍ଥାଙ୍କର ବୁଧବାର ସକାଳେ ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୩ ବର୍ଷ ବୟସ ହୋଇଥିଲା ।

ଦୀର୍ଘଦିନ ଧରି ସେ ଏମ୍ସ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ । ସେ ଜଣେ ନିଷ୍ଠାପର, କର୍ତ୍ତବ୍ୟପରାୟଣ ଓ ଅମାୟିକ ବ୍ୟକ୍ତି ଥିଲେ । ତାଙ୍କ ମର ଶରୀରକୁ ଜନ୍ମସ୍ଥାନ ଖୋର୍ଦ୍ଧା ଜିଲା ନରଣଗଡ଼ ପଞ୍ଚାୟତର କୁରୁମପଡ଼ାକୁ ନିଆଯାଇଥିଲା । ବାଟରେ ଖୋର୍ଦ୍ଧା ସାମନ୍ତରାୟପୁର ଠାରେ ଥିବା ସ୍ୱେଚ୍ଛାସେବୀ ଅନୁଷ୍ଠାନର ଅନ୍ତେବାସୀମାନେ ତାଙ୍କର ଶେଷ ଦର୍ଶନ କରି ଅମର ଆତ୍ମା ପ୍ରତି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ ।

ତାଙ୍କ ଗ୍ରାମରେ ଭୈରବୀ କ୍ଲବର ସହକର୍ମୀ, ବିଭିନ୍ନ ସ୍ୱେଚ୍ଛାସେବୀ ଅନୁଷ୍ଠାନର କର୍ମଚାରୀ, ଅନ୍ତେବାସୀ, ବହୁ ସଂଖ୍ୟାରେ ନିର୍ବାଚିତ ଲୋକ ପ୍ରତିନିଧି, ପୂର୍ବତନ ଲୋକ ପ୍ରତିନିଧିଙ୍କ ସମେତ ଅଞ୍ଚଳର ହଜାର ହଜାର ବ୍ୟକ୍ତି ତାଙ୍କର ଶେଷ ଦର୍ଶନ କରିଥିଲେ । ତାଙ୍କ ମରଶରୀରକୁ ଏକ ସୁସଜ୍ଜିତ ଯାନରେ ପଞ୍ଚାୟତ ପରିକ୍ରମା କରାଯାଇ ଶେଷକୃତ୍ୟ ସମ୍ପନ୍ନ କରାଯାଇଥିଲା ।

ସଂକ୍ଷିପ୍ତ ଖବର

ସଂକ୍ଷିପ୍ତ ଖବର

Related Posts

Governance

ରଥଯାତ୍ରା-କେଉଁଟି ସତ ?

by ସଂକ୍ଷିପ୍ତ ଖବର
July 17, 2026

-ସୁରୁଖୁରୁରେ ଅନୁଷ୍ଠିତ ହେଲା ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା - ୨ଜଣଙ୍କ ମୃତ୍ୟୁ, ଶତାଧିକ ଆହତ -କର୍ଡ଼ନ ପାସ ବଣ୍ଟନରେ ବିଭ୍ରାଟ -ଭିଡ଼ ନିୟନ୍ତ୍ରଣରେ ପ୍ରଶାସନ ବିଫଳ -ଦଳାଚକଟାରେ...

Read more

ଓଡ଼ିଶାବାସୀଙ୍କ ଭରସା ଓ ବିଶ୍ୱାସ ଲାଭ କରିଛି କଳିଙ୍ଗ ଟିଭି

July 15, 2026

ଏସଆଇଆର ପ୍ରକ୍ରିୟା ନେଇ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଅଭିଯୋଗ ପତ୍ର ପ୍ରଦାନ

July 15, 2026

ଡିଜିଟାଲ ହୁଣ୍ଡି ସମର୍ପଣର ଶୁଭାରମ୍ଭ

July 15, 2026

ଏକ ନ୍ୟାୟପୂର୍ଣ୍ଣ ଓ ଆତ୍ମନିର୍ଭରଶୀଳ ସମାଜ ଗଠନ ଉତ୍କଳମଣିଙ୍କ ଲକ୍ଷ୍ୟ ଥିଲା-ରାଜ୍ୟପାଳ

July 14, 2026

ସିଏଜି–ଆଇସିଏସଏସଆର କୋଲୋକ୍ୱିୟମ

July 14, 2026

Contact
Editor – Rabipriya Dash
Mob: 9437186052
Email – info@sankhiptakhabar.com / rabipriyadash@gmail.com

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports

Archives

  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024

Categories

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports
  • About
  • Contact

© 2024 www.sankhiptakhabar.com

No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More

© 2024 www.sankhiptakhabar.com