• About
  • Contact
Friday, April 3, 2026
Sankhipta Khabar
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
Sankhipta Khabar
No Result
View All Result
Home Governance

ସର୍ବଭାରତୀୟ ପୋଲିସ ସୁଟିଂ ପ୍ରତିଯୋଗିତା

Share on FacebookShare on TwitterShare on Whatsapp

ଓଡ଼ିଶା ପୋଲିସକୁ ବଡ଼ ସଫଳତା

ଭୁବନେଶ୍ୱର:୩୦/୩-ହରିୟାଣାର ଗୁରୁଗ୍ରାମ ସ୍ଥିତ ସିଆରପିଏଫ ଠାରେ ଅନୁଷ୍ଠିତ ୨୬ତମ ସର୍ବଭାରତୀୟ ପୋଲିସ ସୁଟିଂପ୍ରତିଯୋଗିତାରେ ଓଡ଼ିଶା ପୋଲିସ ଅଭୁତପୁର୍ବ ସଫଳତା ହାସଲତା ହାସଲ କରିଛି। ଦେଶର ବିଭିନ୍ନ ରାଜ୍ୟ ପୋଲିସ ବାହିନୀ ମାନଙ୍କ ମଧ୍ୟରେ ଓଡ଼ିଶା ପୋଲିସ ଦ୍ୱିତୀୟ ସ୍ଥାନ ଅଧିକାର କରି ରାଜ୍ୟ ପାଇଁ ଗୌରବ ଆଣିଛି।


ସୂଚନା ଯୋଗ୍ୟ ଯେ, ମାର୍ଚ୍ଚ ୨୨ ରୁ ୩୦ ପର୍ଯ୍ୟନ୍ତ ଚାଲିଥିବା ଏହି ପ୍ରତିଯୋଗିତାରେ ଓଡ଼ିଶା ପୋଲିସ ରାଇଫଲ ସୁଟିଂ (୭୪୩ ପଏଣ୍ଟ), ପିସ୍ତଲ ସୁଟିଂ (୫୩୧ ପଏଣ୍ଟ )ଏବଂ କାରବାଇନ ସୁଟିଂରେ (୩୨୭ ପଏଣ୍ଟ) ସର୍ବମୋଟ ୧୬୦୧ ପଏଣ୍ଟ ପାଇ ଓଡିଶା ପୋଲିସ ଟିମ ଦ୍ୱିତୀୟ ସ୍ଥାନ ଅଧିକାର କରିଛି। ଉଲ୍ଲେଖ ଯୋଗ୍ୟ ଯେ, ଏହି ପ୍ରତିଯୋଗିତାରେ ଓଡ଼ିଶା ପୋଲିସର ସୁଟର ଅକ୍ଷୟ କୁମାର ସାହାଣୀ ଦ୍ୱିତୀୟ ସ୍ଥାନ ହାସଲ କରି ରୌପ୍ୟ ପଦକ ଜିତିଛନ୍ତି। ଶ୍ରୀ ସାହାଣୀ ବର୍ତ୍ତମାନ ଏସଏସବିଏନ, ଭୁବନେଶ୍ୱର ଠାରେ କାର୍ଯ୍ୟରତ ଅଛନ୍ତି। ଏହି ଅବସରରେ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ଓଡ଼ିଶା ପୋଲିସ ଟିମ ଏବଂ ପଦକ ବିଜେତା ଅକ୍ଷୟ କୁମାର ସାହାଣୀ ଓ ଡେପୁଟି କମାଣ୍ଡାଣ୍ଟ ଟିମ ମ୍ୟାନେଜର ତଥା କୋଚ ଏମ. ଏସ. ଏ ଫରିଦଙ୍କୁ ସଫଳତା ପାଇଁ ଶୁଭେଚ୍ଛା ଜଣାଇଛନ୍ତି।

ସଂକ୍ଷିପ୍ତ ଖବର

ସଂକ୍ଷିପ୍ତ ଖବର

Related Posts

Governance

ଜନଗଣନା-୨୦୨୭

by ସଂକ୍ଷିପ୍ତ ଖବର
April 2, 2026

ଘର ତାଲିକା ପ୍ରସ୍ତୁତି ଏବଂ ଗୃହ ଗଣନା ସହିତ ବିଶ୍ୱର ସବୁଠୁ ବଡ଼ ଜନଗଣନା ଅଭିଯାନ ଆରମ୍ଭ   ଭୁବନେଶ୍ୱର:୨/୪-ପ୍ରଥମ ଥର ପାଇଁ ଡିଜିଟାଲ ତଥ୍ୟ ସଂଗ୍ରହ...

Read more

ଆଗାମୀ ଦଶବର୍ଷ ହେବ ସଂକଳ୍ପର ଦଶକ- ମୁଖ୍ୟମନ୍ତ୍ରୀ

April 1, 2026

ଭୁବନେଶ୍ୱରରେ ଗ୍ଲୋବାଲ ଭିସା ଆବେଦନ କେନ୍ଦ୍ର ଉଦ୍‍ଘାଟିତ

April 1, 2026

ବିରୋଧୀଙ୍କ କକ୍ଷତ୍ୟାଗ ଭିତରେ ବ୍ୟୟମଞ୍ଜୁରୀ ବିଲ-୨୦୨୬ ପାରିତ

April 1, 2026

କ୍ଷତିରେ ଚାଲିଛି ୮ଟି ସରକାରୀ ସଂସ୍ଥା

April 1, 2026

ଟିଟିଲାଗଡ ବିଧାୟକଙ୍କ ଉନ୍ମତ କାଣ୍ଡ

March 31, 2026

Contact
Editor – Rabipriya Dash
Mob: 9437186052
Email – info@sankhiptakhabar.com / rabipriyadash@gmail.com

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports

Archives

  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024

Categories

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports
  • About
  • Contact

© 2024 www.sankhiptakhabar.com

No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More

© 2024 www.sankhiptakhabar.com