ଭୁବନେଶ୍ୱର : 7 ନଭେମ୍ବର 2024
ଆମେରିକାର ରାଷ୍ଟ୍ରପତି ନିର୍ବାଚନରେ ରିପବ୍ଲିକାନ ପାର୍ଟିର ବିପୁଳ ବିଜୟ ହୋଇଛି। ଡୋନାଲ୍ଡ ଟ୍ରମ୍ପଙ୍କ ନେତୃତ୍ୱାଧୀନ ରିପବ୍ଲିକାନ ପାର୍ଟି 292 ଆସନରେ ବିଜୟ ଲାଭ କରିଛି। ପାର୍ଟିର ପ୍ରାର୍ଥୀ ତଥା ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜ ପ୍ରତିଦ୍ୱନ୍ଦ୍ୱୀ କମଲା ହାରିସଙ୍କୁ ହରାଇଛନ୍ତି। ସେ ଆସନ୍ତା 2025 ଜାନୁଆରୀ 20 ତାରିଖରେ ଆମେରିକାର ୪୭ତମ ରାଷ୍ଟ୍ରପତି ଭାବେ ଶପଥ ନେବେ। ସେ 2016ରୁ 2020 ପର୍ଯ୍ୟନ୍ତ ଆମେରିକାର ରାଷ୍ଟ୍ରପତି ଥିଲେ।
ଆମେରିକାର ରାଷ୍ଟ୍ରପତି ନିର୍ବାଚନରେ ବିଜୟୀ ଟ୍ରମ୍ପଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି।
ରଥଯାତ୍ରା-କେଉଁଟି ସତ ?
-ସୁରୁଖୁରୁରେ ଅନୁଷ୍ଠିତ ହେଲା ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା - ୨ଜଣଙ୍କ ମୃତ୍ୟୁ, ଶତାଧିକ ଆହତ -କର୍ଡ଼ନ ପାସ ବଣ୍ଟନରେ ବିଭ୍ରାଟ -ଭିଡ଼ ନିୟନ୍ତ୍ରଣରେ ପ୍ରଶାସନ ବିଫଳ -ଦଳାଚକଟାରେ...
Read more
