ଭୁବନେଶ୍ବର : 31.10 ବିଧାନସଭାର ଶୀତକାଳୀନ ଅଧିବେଶନ ନଭେମ୍ବର ୨୬ତାରିଖରୁ ଆରମ୍ଭ ହୋଇ ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ଅଧିବେଶନରେ ୩୦ଟି କାର୍ଯ୍ୟଦିବସ ରହିବ। ପ୍ରଥମ ଦିନ ୨୦୨୪-୨୫ ପାଇଁ ଅତିରିକ୍ତ ବଜେଟ୍ ଉପସ୍ଥାପିତ ହେବ ଏବଂ ଡିସେମ୍ବର ୫ତାରିଖରେ ବିନିଯୋଗ ବିଲ୍ ଉପସ୍ଥାପନ ହେବ ।ବିଧାନସଭା ପକ୍ଷରୁ ଅଧିବେଶନ ସଂକ୍ରାନ୍ତ କ୍ୟାଲେଣ୍ଡର ଅନୁଯାୟୀ ସରକାରୀ କାର୍ଯ୍ୟ ପାଇଁ ଅତି କମରେ ୨୦ ଦିନ ଏବଂ ବେସରକାରୀ କାର୍ଯ୍ୟଦିବସ ପାଇଁ ୫ ଦିନ ସମୟ ରହିଛି l
ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ ପାଳନ କରୁନାହାନ୍ତି ସରକାରୀ ଅଧିକାରୀ
ମାସ ମାସ ଧରି ପଡ଼ିରହୁଛି ଚିଠି
Read more