ଭୁବନେଶ୍ବର : 31.10 ବିଧାନସଭାର ଶୀତକାଳୀନ ଅଧିବେଶନ ନଭେମ୍ବର ୨୬ତାରିଖରୁ ଆରମ୍ଭ ହୋଇ ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ଅଧିବେଶନରେ ୩୦ଟି କାର୍ଯ୍ୟଦିବସ ରହିବ। ପ୍ରଥମ ଦିନ ୨୦୨୪-୨୫ ପାଇଁ ଅତିରିକ୍ତ ବଜେଟ୍ ଉପସ୍ଥାପିତ ହେବ ଏବଂ ଡିସେମ୍ବର ୫ତାରିଖରେ ବିନିଯୋଗ ବିଲ୍ ଉପସ୍ଥାପନ ହେବ ।ବିଧାନସଭା ପକ୍ଷରୁ ଅଧିବେଶନ ସଂକ୍ରାନ୍ତ କ୍ୟାଲେଣ୍ଡର ଅନୁଯାୟୀ ସରକାରୀ କାର୍ଯ୍ୟ ପାଇଁ ଅତି କମରେ ୨୦ ଦିନ ଏବଂ ବେସରକାରୀ କାର୍ଯ୍ୟଦିବସ ପାଇଁ ୫ ଦିନ ସମୟ ରହିଛି l
ରଥଯାତ୍ରା-କେଉଁଟି ସତ ?
-ସୁରୁଖୁରୁରେ ଅନୁଷ୍ଠିତ ହେଲା ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା - ୨ଜଣଙ୍କ ମୃତ୍ୟୁ, ଶତାଧିକ ଆହତ -କର୍ଡ଼ନ ପାସ ବଣ୍ଟନରେ ବିଭ୍ରାଟ -ଭିଡ଼ ନିୟନ୍ତ୍ରଣରେ ପ୍ରଶାସନ ବିଫଳ -ଦଳାଚକଟାରେ...
Read more
